ସାନିଟାଇଜ ହେଲା ସ୍ବାସ୍ଥ୍ୟକେନ୍ଦ୍ର ପରିସର

ଚିତ୍ରଡା, ୧୨।୪(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ବ୍ଲକ ପ୍ରଶାସନ ତରଫରୁ ଶନିବାର କିଷାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସାନିଟାଇଜ କରାଯାଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା କରୋନା ୱାର୍ଡ, ଓପିଡି ଆଦି ବିଭିନ୍ନ ସ୍ଥାନରେ ସାନିଟାଇଜ କରାଯାଇଛି। ଅଗ୍ନିଶମ ବିଭାଗର ଗୋଟିଏ ଗାଡିରେ ସୋଡିୟମ ହାଇପୋକ୍ଲୋରାଇଡ଼ କେମିକାଲ ଯୁକ୍ତ ପାଣି ସ୍ପ୍ରେ କରାଯାଇଛି। ଏତଦ୍‌ବ୍ୟତୀତ ବ୍ଲକ ଏବଂ ତହସିଲ କାର୍ଯ୍ୟାଳୟରେ ବିଡିଓ ପ୍ରିୟବ୍ରତ ପାଢ଼ୀ ନିଜେ ଉପସ୍ଥିତ ରହି କାର୍ଯ୍ୟାଳୟ ପରିସରକୁ ସାନିଟାଇଜ କରାଇଥିଲେ। ଫାୟାର ଷ୍ଟେସନ ଅଫିସର ପ୍ରତାପ ଚନ୍ଦ୍ର ପାଲଙ୍କ ତତ୍ତ୍ୱାବଧାନରେ ମୋରଡ଼ା ଅଗ୍ନିଶମ କେନ୍ଦ୍ରର ପ୍ରାୟ ୭ ଜଣ କର୍ମଚାରୀ ଏଥିରେ ସାମିଲ ହୋଇଥିଲେ। ରବିବାର ବ୍ଲକ ମଧ୍ୟରେ ଥିବା ଚିତ୍ରଡା ମାର୍କେଟ ଏବଂ ମୋରଡ଼ା ମାର୍କେଟକୁ ସମ୍ପୂର୍ଣ୍ଣ ସାନିଟାଇଜ କରାଯିବ ବୋଲି ଫାୟାର ଅଫିସର ପାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri