ସାପ୍ତାହିକ ହାଟରେ ମାକ୍ସ, ସାବୁନ ବଣ୍ଟନ

ବନ୍ତ, ୧୩।୪(ଡି.ଏନ.ଏ.)-କରୋନା ମହାମାରୀ ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସାରା ଦେଶକୁ ଲକଡାଉନ୍‌ କରିବା ସହ ସଚେତନ କରାଉଛନ୍ତି। ଏହି ପରିପେକ୍ଷୀରେ ରବିବାର ଭଦ୍ରକ ଜିଲା ବନ୍ତ ସଦର ମହକୁମାରେ ଅବସ୍ଥିତ ସାପ୍ତାହିକ ହାଟରେ ଆଗରପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରୋଗୀ କଲ୍ୟାଣ ସମିତି ପକ୍ଷରୁ କରୋନା ସଚେତନତା କାର୍ଯ୍ୟକ୍ରମ କରାଯାଇଛି। ହାଟରେ ବସିଥିବା ସମସ୍ତ ବ୍ୟବସାୟୀ ଓ ପନିପରିବା କିଣିବା ପାଇଁ ଆସିଥିବା ଲୋକମାନଙ୍କୁ କରୋନା ସଚେତନତା କରାଯିବା ସହ ପ୍ରାୟ ୫୦୦ରୁ ଊର୍ଦ୍ଧ୍ୱ ମାକ୍ସ, ସାବୁନ୍‌ ବଣ୍ଟନ କରାଯାଇଛି। କାର୍ଯ୍ୟକ୍ରମରେ ଗୋଷ୍ଠୀ ଚିକିତ୍ସାଧିକାରୀ ଡାକ୍ତର ଦୀପକ କୁମାର ଜେନା, ଜିଲା ପରିଷଦ ସଭ୍ୟ ପ୍ରଶାନ୍ତ କୁମାର ଦାଶ, ବିଜେଡି ବ୍ଲକ ସଭାପତି କମଳାକାନ୍ତ ସାହୁ, ଅଧ୍ୟାପକ ଡଃ.ସୁଧାଂଶୁ ନାୟକ, ପଞ୍ଚାନନ ନାୟକ, ତହସିଲଦାର ଇନ୍ଦିରା ସାହୁ, ଥାନାଧିକାରୀ ମିନା ବିନ୍ଧାଣୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ନାହିଁ ତ ଜମି ନାହିଁ, କମ୍ପାନୀ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀ

ଛତ୍ରପୁର,୮।୬(ଦିଲୀପ ସାମଲ): ମହେନ୍ଦ୍ରମେଳାରେ ଯୋଗଦେଇ ଛତ୍ରପୁର ସର୍କିଟ ହାଉସ ଆସିଥିବାବେଳେ କିଛି କମ୍ପାନୀମାନେ ପ୍ରକଳ୍ପ ପାଇଁ ଜମି ନେଇଥିବା ବେଳେ ତାହା କୌଣସି କାର୍ଯ୍ୟକାରୀ କରୁ ନ…

ଚୋରାଚାଲାଣ କରୁଥିଲେ ଗଞ୍ଜେଇ, ପୋଲିସକୁ ଦେଖି ଭୟରେ ବାଇକ ସହ ଗଞ୍ଜେଇ ଛାଡି ଫେରାର୍‌ ମାରିଲେ ୨ ମାଫିଆ

ଡୁଙ୍ଗୁରିପାଲି, ୮।୬ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ସୋମବାର ସକାଳେ ପାଟ୍ରୋଲିଂ କରୁଥିବାବେଳେ ଶୁଖା-କର୍ଲାଯୁରୀ ରାସ୍ତାର ମହୁଲପାଲି ଛକରେ ଏକ ବାଇକ…

ଭବାନୀପାଟଣାରେ ଯୁବକଙ୍କୁ ଛୁରାମାଡ଼: ଗୁରୁତର ଅବସ୍ଥାରେ ବୁର୍ଲାରେ ଭର୍ତ୍ତିି

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶବରପଡ଼ାରେ ରବିବାର ରାତିରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଯୁବକଙ୍କ ନାମ ଶିବ ପ୍ରସାଦ ନାଏକ (୨୫)ବୋଲି ଜଣାପଡିଛି।…

ସପ୍ତାହେ ବିତିଲା ସରପଞ୍ଚଙ୍କ ଧାରଣା: ଦେଲେ ଚେତାବନୀ, ଯଦି ରାଜ୍ୟ ସରକାର ଭତ୍ତା ଟଙ୍କା ପ୍ରଦାନ ନ କରନ୍ତି…

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅଧୀନ ୨୫ ପଞ୍ଚାୟତ ଏବଂ ଦିଗପହଣ୍ଡି ଏନଏସି ଅଧୀନ ୧୦ ୱାର୍ଡର ୭୧୫ ହିତାଧିକାରୀଙ୍କୁ ଇନ୍ଦିରା ଗାନ୍ଧୀ…

ମିଳୁନି ଭତ୍ତା: ଅଭିଯୋଗ ଶୁଣାଣିବେଳେ ହଠାତ୍‌ ଭିତରେ ପଶି ହୋହଲ୍ଲା କଲେ ଭତ୍ତା ହିତାଧିକାରୀ, ତା’ପରେ…

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜନଶୁଣାଣି…

ସାଧୁଙ୍କୁ ମାରିଥିଲା କଲରାପତରିଆ ବାଘ: ଶିମିଳିପାଳ ଇତିହାସରେ ପ୍ରଥମ

ବାରିପଦା,୮।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଜାତୀୟ ଉଦ୍ୟାନ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ଅନ୍ତର୍ଗତ କୁମୁଦାବଡ଼ି ନିକଟରେ ଜଙ୍ଗଲରୁ ମିଳିଥିବା ଖଣ୍ଡବିଖଣ୍ଡିତ ମୃଦଦେହ ଅଂଶ ସମ୍ବନ୍ଧରେ…

ବିଶ୍ୱକପ୍‌ ଆରମ୍ଭ ପୂର୍ବରୁ ବ୍ରାଜିଲକୁ ବଡ଼ ଝଟ୍‌କା

ମୋରିସଟାଉନ୍‌,୮ା୬: ବିଶ୍ୱକପ୍‌ରେ ମରକ୍କୋ ବିପକ୍ଷ ପ୍ରଥମ ମ୍ୟାଚ୍‌ ଖେଳାଯିବାକୁ ଆଉ ଏକ ସପ୍ତାହରୁ କମ୍‌ ଦିନ ଥିବାବେଳେ ବ୍ରାଜିଲ ଆଘାତଜନିତ କାରଣରୁ ଦଳରେ ଜଣେ ଖେଳାଳି ପରିବର୍ତ୍ତନ…

ବିଲ ମଝିରୁ ମିଳିଲା ବିବାହିତ ଯୁବକଙ୍କ ମୃତଦେହ: ମୁତ୍ୟୁକୁ ନେଇ ବଢିଲା ସନ୍ଦେହ

ପାଟଣା,୮।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟଭା ସରୁଆ ଗାଁ ବିଲ ମଝିରୁ ସୋମବାର ଜଣେ ବିବାହିତ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri