ସାପ ଧରି ଯୁବକଙ୍କ ଉନ୍ମତ୍ତ କାଣ୍ଡ

ଔପଦା,୧୯।୧୨(ଡି.ଏନ.ଏ.)-ଔପଦା ବ୍ଲକ ସଦର ବଜାରରେ ଥିବା ସିଦ୍ଧେଶ୍ୱର ମହାଦେବ ମନ୍ଦିର ମଧ୍ୟକୁ ଜଣେ ଯୁବକ ହାତରେ ସାପ ଧରି ପଶି ଉନ୍ମତ୍ତ କାଣ୍ଡ ଭିଆଇଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ବିଷୟ ହୋଇଛି। ଉକ୍ତ ଯୁବକ ହେଲେ ପୃଥ୍ବୀରାଜ କର (୨୬)।
ଗୁରୁବାର ମଧ୍ୟାହ୍ନରେ ପୃଥ୍ବୀରାଜ ନିଜକୁ ଜଣେ ଶିବଭକ୍ତ କହି ହାତରେ ସାପ ଧରି ମନ୍ଦିର ମଧ୍ୟକୁ ପ୍ରବେଶ କରିଥିଲେ। ଯୁବକଙ୍କ ଏତାଦୃଶ କାର୍ଯ୍ୟ ଦେଖି ଉପସ୍ଥିତ ଶ୍ରଦ୍ଧାଳୁ ଓ ପୂଜକ ରବୀନ୍ଦ୍ର ପଣ୍ଡା ଏହାକୁ ବାରଣ କରିଥିଲେ। ହେଲେ ସେ କଥା ନ ମାନି ଗର୍ଭ ଗୃହ ମଧ୍ୟରେ ପ୍ରବେଶ କରି ଆଣିଥିବା ସାପକୁ ଶିବ ଲିଙ୍ଗରେ ଛାଡ଼ିଥିଲେ ଓ ତ୍ରିଶୂଳ ଧରି ପୂଜକଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲେ। ଖବର ପାଇ ଔପଦା ଥାନାର ଭାରପ୍ରାପ୍ତ ଅଧିକାରୀ ସଦଳବଳ ପହଞ୍ଚତ୍ ପରିସ୍ଥିତିକୁ ନିୟନ୍ତ୍ରଣକୁ ନେବା ସହ ଉନ୍ମତ୍ତ ଯୁବକଙ୍କୁ କାବୁ କରିଥିଲେ। ପରେ ସାପକୁ ଧରି ଏକ ଜାର୍‌ରେ ରଖିଥିଲେ। ଏହାପରେ ସ୍ଥାନୀୟ ବନ ବିଭାଗକୁ ସାପକୁ ହସ୍ତାନ୍ତର କରାଯିବା ସହ ଯୁବକଙ୍କୁ ତାଙ୍କ ଅଭିଭାବକଙ୍କ ସହ ଯୋଗାଯୋଗ କରାଯାଇ ଜିମା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଇଯାନ୍ତୁ ସତର୍କ…ଅନଶନ ଭାଙ୍ଗିବା ପରେ କାହିଁକି ଏମିତି ଅପିଲ୍‌ କଲେ ଓ୍ବାଙ୍ଗଚୁକ୍‌

ନୂଆଦିଲ୍ଲୀ,୨୪।୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକ ଗତ ୨୬ ଦିନ ଧରି ପେପର ଲିକ ପ୍ରସଙ୍ଗରେ ଅନଶନରେ ବସିଥିଲେ। କିନ୍ତୁ ଏବେ ଏହାକୁ ସମାପ୍ତ କରିଛନ୍ତି। ଗୁରୁବାର…

ଗଣତନ୍ତ୍ର ବିରୋଧୀ ଭାବନା

ବିଂଶ ଶତାବ୍ଦୀର ରାଜନୈତିକ ବିପର୍ଯ୍ୟୟଗୁଡ଼ିକରୁ ମିଳିଥିବା ଏକ ପ୍ରମୁଖ ଶିକ୍ଷା ଆପାତତଃ ବିରୋଧାଭାସପୂର୍ଣ୍ଣ ମନେହୁଏ। ତାହା ହେଉଛି, ଯେଉଁମାନେ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଚତୁରତାର ସହ ବ୍ୟବହାର କରି…

ଏହି ପ୍ରସଙ୍ଗରେ ଜବାବ ରଖିଲେ ନବୀନ-ପାଣ୍ଡିଆନ୍‌: ରାଜନୈତିକ ଉଦ୍ଦେଶ୍ୟ…

ଭୁବନେଶ୍ୱର,୨୪।୭(ତ୍ରିନାଥ ମହାନ୍ତି):ତତ୍କାଳୀନ ୫ଟି ସଚିବ ଥିବା ଭିକେ ପାଣ୍ଡିଆନଙ୍କ ହେଲିକପ୍ଟରରେ ବୁଲିବା ଖର୍ଚ୍ଚ ମାମଲାରେ କୋର୍ଟରେ ଜବାବ ରଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନ।…

ପୂର୍ବତନ ଆଇଏଏସ୍‌ ଅଫିସର ଉପେନ୍ଦ୍ରଙ୍କୁ ହାଜିରା ନୋଟିସ

ଭୁବନେଶ୍ୱର,୨୪।୭ (ସୁନିତ୍‌ ମିଶ୍ର):: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ଏବଂ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ସମ୍ପର୍କିତ ତଦନ୍ତ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଚୋରି ଘଟଣାକୁ ନେଇ ଜଣକ…

ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆଜି ବାହୁଡ଼ିବେ ଦାରୁବିଗ୍ରହ

ପୁରୀ,୨୪ା୭(ଅଜିତ୍‌ କୁମାର ମହାନ୍ତି): ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ…

ସପ୍ତାହେ ଯାଏ ଛେଚିବ: ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪ା୭ (ବନ୍ଦନା ସେଠୀ):ସମୁଦ୍ର ପତ୍ତନରେ ଜାରି ରହିଥିବା ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ରାଜ୍ୟରେ ଆହୁରି ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ସମ୍ଭାବନା ରହିଛି। ସେହିପରି…

ଅନଶନ ଭାଙ୍ଗିବା ପରେ ଏମିତି କହିଦେଲେ ସୋନମ ଓ୍ବାଙ୍ଗଚୁକ୍‌: ମୁଁ ଖୁବ୍‌ଶୀଘ୍ର…

ନୂଆଦିଲ୍ଲୀ,୨୪।୭:ସରକାରଙ୍କ ପକ୍ଷରୁ ତାଙ୍କ ଦାବି ପୂରଣ ହେବାର ପ୍ରତିଶ୍ରୁତି ପାଇବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ତାଙ୍କର ଅନଶନ ସମାପ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ…

ପେପର ଲିକ୍‌ ମାମଲାରେ ସରକାରଙ୍କ ପକ୍ଷରୁ ବଡ଼ ଧରଣର ଅଦଳବଦଳ: ଶିକ୍ଷା ମନ୍ତ୍ରଣାଳୟରୁ ହଟିଲେ…

ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri