ସାବିତ୍ରୀ ପାଳିଲେ ଚୌଦ୍ୱାର ଜେଲରେ ଥିବା ମହିଳା

ଚୌଦ୍ୱାର,୨୨।୫(ଡି.ଏନ୍‌.ଏ): ଆଜି ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ କାମନାକରି ସ୍ତ୍ରୀମାନେ ଏହି ପୂଜା କରିଥାନ୍ତି। ତେବେ କୌଣସି କାରଣରୁ ଜେଲରେ ଥିବା ମହିଳା କଏଦୀମାନେ ମଧ୍ୟ ଏହି ପୂଜା କରିଥାନ୍ତି। ଏବେ କରୋନା ପାଇଁ ଜେଲରେ ଥିବା କଏଦୀଙ୍କୁ ଦେଖା କରିବା ପାଇଁ ପରିବାର ଲୋକଙ୍କୁ ଅନୁମତି ମିଳୁନାହିଁ। ତେବେ କଟକ ଜିଲା ଚୌଦ୍ୱାର ଜେଲରେ ଥିବା ୪୦ଜଣ ମହିଳାଙ୍କ ପାଇଁ ଜେଲ କର୍ତ୍ତୃପକ୍ଷ ସମସ୍ତ ବ୍ୟବସ୍ଥା କରିଛନ୍ତି। ଜେଲ ପକ୍ଷରୁ ସେମାନଙ୍କ ପାଇଁ ଶାଢ଼ୀ, ଶଙ୍ଖା ଓ ଫଳ ଆଦି ସମସ୍ତ ବ୍ୟବସ୍ଥା କରାଯାଇଛି। ସାମାଜିକ ଦୂରତା ରଖି ବିନା ବ୍ରାହ୍ମଣରେ ମହିଳାମାନେ ଏହି ପୂଜା କରିଥିବା ଚୌଦ୍ୱାର ଜେଲର ଅବିନାଶ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri