ସାବୁନ୍‌, ସାମ୍ପୁ ସମେତ ଏହି ସବୁ ଜିନିଷ ହେଲା ମହଙ୍ଗା

ନୂଆଦିଲ୍ଲୀ,୧୭।୬: ଗ୍ରାହକଙ୍କୁ ମହଙ୍ଗା ମାଡରୁ କୌଣସି ଆଶ୍ୱସ୍ତି ମିଳୁନାହିଁ। ପନିପରିବା ଏବଂ ଡାଲିର ମୂଲ୍ୟ ବୃଦ୍ଧି ସାଧାରଣ ଲୋକଙ୍କୁ ଅସୁବିଧାରେ ପକାଉଥିଲା। କିନ୍ତୁ ଏବେ ଏଫଏମସିଜି କମ୍ପାନୀଗୁଡିକ ସାଧାରଣ ଲୋକଙ୍କୁ ଆଉ ଏକ ଝଟକା ଦେଇଛନ୍ତି। ଗତ ୨ରୁ ୩ମାସ ମଧ୍ୟରେ, ଏଫଏମସିଡି କମ୍ପାନୀଗୁଡିକ ସେମାନଙ୍କର ଫୁଡ୍‌ ଏବଂ ପର୍ସନାଲ କେୟାର ପ୍ରଡକ୍ସର ମୂଲ୍ୟକୁ ୨ରୁ ୧୭ପ୍ରତିଶତ ବୃଦ୍ଧି କରିଛନ୍ତି।

ବିଜନେସ ଲାଇନର ଏକ ରିପୋର୍ଟ ଅନୁଯାୟୀ, ଏଫଏମସିଜି କମ୍ପାନୀଗୁଡିକ ସାବୁନ୍‌ ଏବଂ ବଡି ଓ୍ବାସ୍‌ ଭଳି ଉତ୍ପାଦର ମୂଲ୍ୟ ୨ରୁ ୯ ପ୍ରତିଶତ ବୃଦ୍ଧି କରିଛନ୍ତି । ହେୟାର ଅଏଲର ମୂଲ୍ୟ ୮ରୁ ୧୧ ପ୍ରତିଶତକୁ ବୃଦ୍ଧି କରାଯାଇଛି। ୨୦୨୨ ଏବଂ ୨୦୨୩ ପ୍ରାରମ୍ଭରେ, ଇନପୁଟ ଖର୍ଚ୍ଚ ବୃଦ୍ଧି ହେତୁ କମ୍ପାନୀଗୁଡିକ ମୂଲ୍ୟ ବୃଦ୍ଧି କରିଥିଲେ । କିନ୍ତୁ କମ୍ପାନୀଗୁଡିକ ୨୦୨୩-୨୪ ଆର୍ଥିକ ବର୍ଷରେ ମୂଲ୍ୟ ବୃଦ୍ଧିକୁ ବାରଣ କରିଥିଲେ। କିନ୍ତୁ ବର୍ତ୍ତମାନ ପୁଣି ଏଫଏମସିଜି କମ୍ପାନୀଗୁଡିକ ମୂଲ୍ୟ ବୃଦ୍ଧି କରିବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ମନ୍ଦିରରେ ୩୦୦ ବର୍ଷ ଧରି ଜଳୁଛି ଅଖଣ୍ଡ ଦୀପ, ଦିନକୁ ୩ ଥର ହୋଇଥାଏ ଶିବଲିଙ୍ଗର ରଙ୍ଗ ପରିବର୍ତ୍ତନ

ଶ୍ରାବଣ ମାସରେ ଭଗବାନ ଶିବଙ୍କ ପୂଜା କରିବାର ବହୁତ ମହତ୍ତ୍ୱ ରହିଛି। ସାରା ଦେଶରେ ଅନେକ ଶିବ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକକୁ ଚମତ୍କାର…

ବୁମ୍‌ରାଙ୍କୁ ବର୍ଷେ ଯାଏ ବିଦା କରିଦିଅ….ପୂର୍ବତନ କ୍ରିକେଟର୍‌ଙ୍କ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ

ନୂଆଦିଲ୍ଲୀ,୬।୮: ଭାରତୀୟ ପେସ୍‌ ବୋଲର୍‌ ଜସପ୍ରିତ ବୁମରା ନିଜ ବୋଲିଂ ଆକ୍ସନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ବୁମରା ଆଣ୍ଠୁ ଆଘାତ ସହିତ ସଂଘର୍ଷ କରୁଛନ୍ତି। ଫଳରେ…

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

ଶ୍ରାବଣରେ ବିରଳ ମହାସଂଯୋଗ! ୧୮ ବର୍ଷ ପରେ ଲାଗିବ ସୂର୍ଯ୍ୟଗ୍ରହଣ-ଚନ୍ଦ୍ରଗ୍ରହଣ, ଜାଣନ୍ତୁ କ’ଣ କରିବେ ନ କରିବେ…

ଚଳିତ ବର୍ଷ ଶ୍ରାବଣ ମାସର ଅମାବାସ୍ୟା ଓ ପୂର୍ଣ୍ଣିମାରେ ଗ୍ରହଣ ପଡ଼ିବ। ପ୍ରାୟ ୧୮ ବର୍ଷ ପରେ ଏଭଳି ଏକ ବିରଳ ସଂଯୋଗ ସୃଷ୍ଟି ହେଉଛି, ଯେତେବେଳେ…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ଅବସର ପରେ ରାହାଣେଙ୍କ ବଡ଼ ବୟାନ, ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ସବୁଠାରୁ କନିଷ୍ଠ ଖେଳାଳି। ସେ ସେହି ଚୟନିତ କ୍ରିକେଟରଙ୍କ ମଧ୍ୟରୁ…

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri