ସାମାକୋଇ ନଦୀରୁ ବେଆଇନ ବାଲି ଚାଲାଣ: କାର୍ଯାନୁଷ୍ଠାନ ଦାବି କଲେ ଗ୍ରାମବାସୀ

ତେଲକୋଇ, ୨୭।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅନ୍ତର୍ଗତ କରଦାଙ୍ଗୀ ପଞ୍ଚାୟତ ଦେଇ ପ୍ରବାହିତ ସାମାକୋଇ ନଦୀ ପଠାରୁ ଦୈନିକ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଟ୍ରାକ୍ଟର, ଡମ୍ଫର ଯୋଗେ ବାଲି ଉଠାଣ ହେଉଛି। ଏନେଇ ଗ୍ରାମବାସୀ ସ୍ଥାନୀୟ ତହସିଲଦାରଙ୍କ ଠାରେ ଅଭିଯୋଗ କିରିଛନ୍ତି। ଏହି ପଠାରେ ବାଲି ଉଠାଇବାକୁ କାହାକୁ ଲିଜ ଦିଆଯାଇ ନ ଥିବାରୁ ସରକାର ରାଜସ୍ବ ହରାଉଥିବାବେଳେ ନଦୀ ତଟ ଅଞ୍ଚଳ ପ୍ରତି ବିପଦ ଦେଖାଦେଇଛି। ତହସିଲ କର୍ତ୍ତୃପକ୍ଷ ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏସମ୍ପର୍କରେ ସ୍ଥାନୀୟ ତହସିଲଦାର ଅଶ୍ୱିନୀ କୁମାର ନାୟକଙ୍କୁ ପଚାରିବାରୁ ସିରିଗିଡା ସର୍କଲ ରାଜସ୍ବ ନିରୀକ୍ଷକଙ୍କୁ ତୁରନ୍ତ ଅନୁଧ୍ୟାନ କରି ରିପୋର୍ଟ ଦେବାଲଗି ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ଦଶମ-ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

କେସିଙ୍ଗା,୩୧ା୫(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଯୋଲକୋ ସ୍ଥିତ ବୌଦ୍ଧ ମଣ୍ଡପ ଠାରେ ଚଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୮୦ ପ୍ରତିଶତରୁ…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri