ସାମାଜିକକର୍ମୀ ବାଣ୍ଟିଲେ ରାଶନ ସାମଗ୍ରୀ

ଜି.ଉଦୟଗିରି,୩|୪(ଡି.ଏନ.ଏ.)-କରୋନା ସଂକ୍ରମଣ ରୋକିବା ପାଇଁ ସାରା ଦେଶ ବନ୍ଦ ରହିଥିବା ବେଳେ ଗରିବ, ଦିନ ମଜୁରିଆ ଦିନକୁ ଦିନ ଖାଦ୍ୟ ପାଇବା କଷ୍ଟକର ହୋଇଛି। ଏହିଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଅସହାୟମାନଙ୍କୁ ରାଶନ ସାମଗ୍ରୀ ଯୋଗାଣ କରିଛନ୍ତି କେତେକ ସ୍ବେଚ୍ଛାସେବୀ। ଜି.ଉଦୟଗିରି ଏନ୍‌ଏସି ଅଞ୍ଚଳର ହାଟ ପଡ଼ିଆରେ ଅସହାୟ ଏବଂ ବୁଲୁସୁଗା, ପଦାସାହି, ଜୁଗୁଡ଼ି ଓ ମାଲିକପଡ଼ି ପଞ୍ଚାୟତର କଟାବାଲି ଆଦି ଗ୍ରାମରେ ଥିବା ଅସହାୟ ପରିବାରଙ୍କୁ ରାଶନ ସାମଗ୍ରୀ ବଣ୍ଟନ କରିଛନ୍ତି। ପୋଲିସଙ୍କୁ ପାଣି ଓ ବିସ୍କୁଟ ମଧ୍ୟ ବଣ୍ଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମାଜସେବୀ ଜଗନ୍ନାଥ ରଥ, ସମ୍ବିତ ଭଟ୍ଟ, ନିତ୍ୟ ସୁନ୍ଦର ଦାସ, ହିମାଂଶୁ ସାହୁ ଓ ରାଧାକୃଷ୍ଣ ସାହୁ ପ୍ରମୁଖ ଯୋଗଦେଇ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରୁ ଚୋରି ହୋଇଯାଇଥିଲା ବାଇକ, ଦେଢବର୍ଷ ପରେ ମାଲିକଙ୍କୁ ଫେରାଇଲା କେ. ନୂଆଗାଁ ପୋଲିସ

ଦିଗପହଣ୍ଡି,୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ପୋଲିସକୁ ରାସ୍ତାକଡ ରୁ ମିଳିଥିବା ହୋଣ୍ଡା ୟୁନିକର୍ଣ୍ଣ ବାଇକ (ନଂ. ଓଡ଼ି୦୭ ଏଜି – ୪୨୫୦) କୁ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ…

ଚୋରଙ୍କ ଟାର୍ଗେଟରେ ହନୁମାନ ମନ୍ଦିର, ମୁଖାପିନ୍ଧି ଆସି ଲୁଟିନେଲେ ସୁନା ରୂପା ସମେତ ଦାନ ହୁଣ୍ଡି

ଛତ୍ରପୁର,୬ା୫(ଦିଲ୍ଲୀପ ସାମଲ): ଠାକୁରଙ୍କୁ ବି ଛାଡିଲେନି ଦୁର୍ବୃତ୍ତ । ରାତି ଅଧରେ ମନ୍ଦିର ଭିତରେ ପଶି ଲୁଟିନେଲେ ସୁନା ରୁପା ଅଳଙ୍କାର ସମେତ ଦାନ ହୁଣ୍ଡି ।…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri