ସାମାଜିକ ଦୂରତାକୁ ବେଖାତିର: ୪ ଦୋକାନ ବନ୍ଦ କଲା ପୋଲିସ

ବଇଣ୍ଡା, ୨୧ା୫(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ସାମାଜିକ ଦୂରତା ରକ୍ଷା ନ କରି ଜିନିଷ ବିକୁଥିବା ବେଳେ କିଶୋରନଗର ତହସିଲ କାର୍ଯ୍ୟାଳୟ ପକ୍ଷରୁ ୪ଟି ଦୋକାନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରାଯାଇଛି। ମଙ୍ଗଳବାର ବଇଣ୍ଡା ହାଇସ୍କୁଲ ରୋଡରେ ଥିବା ଦୋକାନଗୁଡିକରେ ମାଜିଷ୍ଟ୍ରେଟ ତଥା ତହସିଲଦାର ଡ. ଲକ୍ଷ୍ମୀପ୍ରସାଦ ସାହୁ ଚଢ଼ାଉ କରି ଚିତ୍ରସେନ ଦାସ, ସୁଶୀଲ କୁମାର ସାହୁଙ୍କ ଭେରାଇଟି ଷ୍ଟୋର, ସୁରେଶ ସାଥୁଆ ମହାପାତ୍ରଙ୍କ ସୁନା ଦୋକାନ ଏବଂ ପ୍ରଦୀପ କୁମାର ସାହୁଙ୍କ ଲୁଗା ଦୋକାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ଏ ନେଇ ତହସିଲ କାର୍ଯ୍ୟାଳୟ ପକ୍ଷରୁ ଚିଠି ନଂ. ୨୧୩୭, ୨୧୩୮, ୨୧୩୯, ୨୧୪୦, ୨୦ା୫ା୨୦୨୦ରେ ନୋଟିସ୍‌ ଜାରି କରାଯିବା ସହ ପୋଲିସକୁ ଏହାର ନକଲ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri