ସାମାଜିକ ଦୂରତ୍ୱ ଭୁଲି ଭତ୍ତା ପାଇଁ ଭିଡ଼

ଜୟପୁର,୪।୪(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁର ପୌରସଂସ୍ଥା ପକ୍ଷରୁ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧୀନରେ ୨୮ଟି ୱାର୍ଡର ହିତାଧିକାରୀଙ୍କୁ ଏକ ହଜାର ଟଙ୍କା ଲେଖାଏଁ ଭତ୍ତା ବଣ୍ଟାଯାଉଛି। କରୋନା ପାଇଁ ଦେଶରେ ଲକ୍ ଡାଉନ ପରିସ୍ଥିତି ଥିବାବେଳେ ପୌରସଂସ୍ଥାର କର୍ମଚାରୀ ଘର ଘର ବୁଲି ହିତାଧିକାରୀଙ୍କୁ ଭତ୍ତା ଦେବା କଥା। କିନ୍ତୁ ସେମାନେ କ୍ଲବଗୃହ ସରକାରୀ ଖୁଚୁରା ଦୋକାନରେ ବସି ଭତ୍ତା ବାଣ୍ଟୁଛନ୍ତି। ଫଳରେ ଲୋକଙ୍କ ଭିଡ଼ ଜମିବା ସହ ସାମାଜିକ ଦୂରତା ମଧ୍ୟ ରଖାଯାଉନାହିଁ। କେତେକ ସାହିବାସିନ୍ଦା ଅଭିଯୋଗ କରିଥିଲେ ମଧ୍ୟ ଏହା ପୌର ପ୍ରଶାସନର ଦାୟିତ୍ୱ ଭାବି ଚୁପ୍ ରହିଥିଲା ପୋଲିସ। ପୌର ନିର୍ବାହୀ ଅଧିକାରୀ ଆଲୋକ ରଞ୍ଜନ ସାମନ୍ତରାୟଙ୍କୁ ପଚରାଯିବାରୁ ସେ କହିଛନ୍ତି, ପୋଲିସ ଉପସ୍ଥିତିରେ ଆଗକୁ ଭତ୍ତା ବଣ୍ଟାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri