ସାମାଜିକ ଦୂରତ୍ୱ ମାନୁ ନାହାନ୍ତି ଗ୍ରାହକ

କେନ୍ଦୁଝର/ଚମ୍ପୁଆ, ୨୩ା୫(ଡି.ଏନ୍‌.ଏ.)-କରୋନା ସଂକ୍ରମଣର ପ୍ରତିରୋଧ ପାଇଁ ଦେଶକୁ ଲକ୍‌ଡାଉନ୍‌ କରିବା ସହ ସାମାଜିକ ଦୂରତା ରକ୍ଷା କରିବା ଓ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଦୋକାନରୁ କିଛି ସାମଗ୍ରୀ କିଣିଲେ ଗ୍ରାହକମାନେ ସେମାନଙ୍କର ନାମ, ଠିକଣା ଓ ଫୋନ ନମ୍ବର ଲେଖିବା ପାଇଁ କୁହାଯାଇଛି। ଅନେକ ବ୍ୟବସାୟୀ ଏହି ନିୟମକୁ ମାନୁ ନାହାନ୍ତି। କେନ୍ଦୁଝର ସହରର କଚେରୀ ଛକ, ଗାନ୍ଧୀ ଛକ, ସିିରାଜୁଦ୍ଦିନ ଛକ, ଡେଲି ମାର୍କେଟ, କୃଷକ ବଜାର ଆଦି ସ୍ଥାନଗୁଡ଼ିକରେ ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। କେହିବି ସାମାଜିକ ଦୂରତ୍ୱ ମାନିବା ସପକ୍ଷରେ ନ ଥିଲେ। ତତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନରେ କିଛିଟା କୋହଳ କରାଯାଇଥିବାବେଳେ ସାମାଜିକ ଦୂରତ୍ୱ ଏବଂ ମାସ୍କ ପରିଧାନକୁ ବାଧ୍ୟତାମୂଳକ କରାଯାଇଛି। ମାତ୍ର ଏହି ନିୟମକୁ ଅନେକ ଲୋକ ପାଳନ କରୁ ନାହାନ୍ତି। ସେହିପରି ଚମ୍ପୁଆରେ ମଧ୍ୟ ଦୋକାନୀମାନେ ଏହି ନିୟମକୁ ଭଙ୍ଗ କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !

ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?