ସାମାଜିକ ଦୂରତ୍ୱ ହିଁ କରୋନାର ଭ୍ୟାକସିନ୍‌ : ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୦।୪: ଭାରତରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରଖିଥିବା ବେଳେ ଅନ୍ୟ ଦେଶ ତୁଳନାରେ ଏହାର ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ରହିଛି। ଯାହା ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର। ଭାରତରେ ଏବେ କରୋନା ମାମଲା ସାଢ଼େ ୭ଦିନରେ ଦୁଇଗୁଣା ବୃଦ୍ଧି ପାଉଥିବା ବେଳେ ପୂର୍ବରୁ ସାଢ଼େ ୩ ଦିନରେ ଏହି ସଂଖ୍ୟା ବୃଦ୍ଧି ପାଉଥିଲା ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି। ଗତ ୨୪ ଘଣ୍ଟାରେ କରୋନାର ୧୫୫୩ ନୂଆ ମାମଲା ସାମ୍ନାକୁ ଆସିଥିବା ବେଳେ ଏଥିରେ ୩୬ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହ ୨୫୪୬ ଜଣ ସଂକ୍ରମିତ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହାକୁ ମିଶାଇ ଭାରତରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୨୬୫ ଟପିଛି ବୋଲି ସୋମବାର ଏକ ଖବରଦାତା ସମ୍ମିଳନୀରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି। କରୋନା ମୁକାବିଲା ପାଇଁ ଏପର୍ଯ୍ୟନ୍ତ କୌଣସି ଭ୍ୟାକସିନ୍‌ ବାହାରି ନ ଥିବା ବେଳେ ସାମାଜିକ ଦୂରତ୍ୱ ହିଁ କରୋନାର ଭ୍ୟାକସିନ୍‌ ବୋଲି ଲଭ୍‌ ଅଗ୍ରଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?