Posted inଜାତୀୟ

ସାମାନ୍ୟ ଅସାବଧାନତା ପାଇଁ ପୋଲ ତଳକୁ ଖସିଲା କାର୍‌: ଭିଡିଓ ଭାଇରାଲ

ନଓ୍ବୋଡି,୨୯।୧୦: ମଧ୍ୟ ପ୍ରଦେଶର ନଓ୍ବୋଡି ଜିଲାରୁ ଆସିଥିବା ଏକ ଭିଡିଓ ଏବେ ସମସ୍ତଙ୍କୁ ବିଚଳିତ କରିଛି। ଟିକେ ଅସାବଧାନତା ଓ ଦ୍ରୁତ ଗତି ୫ ଜଣଙ୍କ ଜୀବନ ସହ ଖେଳ ଖେଳିଛି। ସୌଭାଗ୍ୟ ବଶତଃ ଏମାନେ ବଞ୍ଚି ଯାଇଛନ୍ତି ସତ ହେଲେ ଏବେ ଏମାନଙ୍କ ଅସାବଧାନତା ଚର୍ଚ୍ଚାର ପରିସରକୁ ଆସି ଯାଇଛି। ଏହି ଦୁର୍ଘଟଣାର ଭିଡିଓରେ ଦେଖିବାକୁ ମିଳିଛି ଗୋଟିଏ କାର୍‌ ଓ ଅଟୋ ମଧ୍ୟରେ ଧକ୍କା ହେବା ଫଳରେ କାର୍‌ଟି ପୋଲ ତଳକୁ ଅର୍ଥାତ୍‌ ପାଣି ଭିତରକୁ ଖସି ପଡିଛି। ଏଥିରେ ଥିବା ୫ ଜଣ କୌଣସି ମତେ ବାହାରକୁ ବାହରି ଆସିଥିବା ବେଳେ କାର୍‌ ମଧ୍ୟରେ ଥିବା ଏକ ଶିଶୁକୁ ଜଣେ ପୋଲ ଉପରେ ଥିବା ଲୋକଙ୍କ ହାତକୁ ଫୋପାଡି ଦେଉଥିବା ଦେଖାଯାଇଛି। ହେଲେ ଶୁଶୁଟି ପୁଣିଥରେ ପାଣି ଭିତରେ ଖସି ପଡିବାରୁ ଲୋକେ ଏକଜୁଟ ହୋଇ ଶିଶୁ ସମେତ ପାଣିରେ ଫସିଥିବା ୪ ଜଣଙ୍କୁ ଉଦ୍ଧାର କରି ହସ୍ପିଟାଲ ପଠାଇଥିବା ସୂଚନା ମିଳିଛି। ହେଲେ ଏମାନଙ୍କ ଅସାବଧାନତା ଓ ଦ୍ରୁତ ଗତି ଯୋଗୁ ଏଭଳି ଦୁର୍ଘଟଣା ଘଟିଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍: ମନମୋହନ ସାମଲ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା…

କଲ୍ୟାଣ ବାନାର୍ଜୀଙ୍କ ଉପରେ ଆକ୍ରମଣ ନେଇ ଆସିଲା ମମତାଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ ଭାଜପା…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ନେତାଙ୍କ ଉପରେ ଆକ୍ରମଣ ଅଭିଯୋଗ ନେଇ ଭାରତୀୟ ଜନତା ପାର୍ଟି…

ଉତ୍ତରାଖଣ୍ଡରେ ହଠାତ୍‌ ବଦଳିଗଲା ପାଗ, କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି

ଡେରାଡୁନ୍‌,୩୧ା୫: ରବିବାର ଉତ୍ତରାଖଣ୍ଡରେ ହଠାତ୍‌ ପାଗର ପରିବର୍ତ୍ତନ ହୋଇଥିଲା। ଫଳରେ ପର୍ବତଠାରୁ ସମତଳ ଅଞ୍ଚଳ ପର୍ଯ୍ୟନ୍ତ ସବୁକିଛି ଥରାଇ ଦେଇଥିଲା। କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି ଘଟିଛି।…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri