Posted inଜାତୀୟ

ସାମ୍ନାକୁ ଆସିଲା ରାଫାଲ ଆର୍‌ବି-୦୦୨ର ପ୍ରଥମ ଫଟୋ

ନୂଆଦିଲ୍ଲୀ,୧୦।୧୦: ଯୁଦ୍ଧ ବିମାନ ରାଫାଲ ଆର୍‌ବି-୦୦୧ ପ୍ରାନ୍ସ ପକ୍ଷରୁ ଭାରତକୁ ହସ୍ତଗତ କରାଯିବାର ଗୋଟିଏ ଦିନ ପରେ ଆଉ ଏକ ରାଫାଲ ବିମାନର ଫଟୋ ଜାରି କରାଯାଇଛି। ଫ୍ରାନ୍ସ ବିମାନ ନିର୍ମାଣକାରୀ କମ୍ପାନି ଡାସଲ୍ଟ ଆଭିଏଶନ ପକ୍ଷରୁ ଟେଲ୍‌ ନମ୍ବର ଆର୍‌ବି-୦୦୨ ଲେଖାଥିବା ରାଫାଲର ଦ୍ୱିତୀୟ ଫଟୋ ଜାରିକରାଯାଇଛି। ସୂଚନାଯୋଗ୍ୟ, ଚୁକ୍ତି ଅନୁଯାୟୀ, ୩୬ ରାଫାଲ ବିମାନ ମଧ୍ୟରୁ ଆସନ୍ତାବର୍ଷ ମେ’ ମଧ୍ୟରେ ୪ଟି ଭାରତରେ ପହଞ୍ଚିବାକୁ ଥିବା ବେଳେ ଅବଶିଷ୍ଟ ୨୦୨୨ସୁଦ୍ଧା ଭାରତକୁ ହସ୍ତଗତ କରାଇ ଦିଆଯିବ। ଏହି ରାଫାଲ ବିମାନ ବାୟୁସେନାରେ ସାମିଲ ହେବା ପରେ ବାୟୁସେନାର ଶକ୍ତି ବୃଦ୍ଧି ହେବା ସହ କ୍ଷଣକରେ ଶତ୍ରୁକୁ ନିପାତ କରାଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା…

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତକ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’

କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri