ସାମ୍ନାକୁ ଆସିଲା ସଲମାନଙ୍କ ଭାଣିଜୀ ଅୟାତଙ୍କ ପ୍ରଥମ ଫଟୋ

ମୁମ୍ବାଇ: ଭାଇ ଉଉଣୀଙ୍କ ଭଲପାଇବାର କାହାଣୀ ଅନେକ ଥର ଶୁଣିଥିବେ ଓ ଦେଖିଥିବେ ମଧ୍ୟ। କିନ୍ତୁ ବଲିଉଡ୍‌ର ଭାଇଜାନ କୁହାଯାଉଥିବା ସଲମାନ ଖାଁ ଓ ଭଉଣୀ ଅର୍ପିତାଙ୍କ ଭଲପାଇବା ସମସ୍ତଙ୍କ ପାଇଁ ଏବେ ଏକ ଉଦାହରଣ ସୃଷ୍ଟି କରିଛି। ଭାଇ ସଲମାନଙ୍କୁ ୫୪ତମ ଜନ୍ମଦିନ ଅବସରରେ ଅର୍ପିତା ତାଙ୍କୁ ଏକ ମୂଲ୍ୟବାନ ଉପହାର ଦେଇଛନ୍ତି। ଅର୍ଥାତ୍‌ ସଲମାନ ପୁଣି ଥରେ ମାମୁଁ ହୋଇଛନ୍ତି। ସୂଚନାଯୋଗ୍ୟ, ଡିସେମ୍ବର ୨୭ରେ ଅର୍ପିତା ଏକ ଶିଶୁକନ୍ୟାଙ୍କୁ ଜନ୍ମ ଦେଇଛନ୍ତି। ସୋମବାର ସଲମାନଙ୍କ ଭାଣିଜୀ ଅୟାତଙ୍କ ପ୍ରଥମ ଫଟୋ ସାମ୍ନାକୁ ଆସିଛି। ପ୍ରଥମ ଥର ଆୟୁଷ ଝିଅର ଫଟୋ ଶେୟାର କରିଥିବା ବେଳେ ଏହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଅର୍ପିତା ଓ ଆୟୁଷ ଶର୍ମା ଦ୍ୱିତୀୟ ଥର ମା’ ଓ ବାପା ହୋଇଛନ୍ତି। ଏହା ପୂର୍ବରୁ ଦୁଇଜଣଙ୍କର ଆହିଲ ନାମକ ପୁତ୍ର ସନ୍ତାନ ରହିଛନ୍ତି। ଆହିଲ ଜନ୍ମ ହେବା ପରଠାରୁ ପ୍ରତିବର୍ଷ ସଲମାନଙ୍କ ଜନ୍ମଦିନରେ ସେ ତାଙ୍କ ସହ କେକ୍‌ କାଟିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri