Posted inଜାତୀୟ

ସାମ୍ନାକୁ ଆସିଲା ହାଥରସ୍‌ ଘଟଣାସ୍ଥଳର ଭିଡିଓ

ଲକ୍ଷ୍ନୌ, ୮।୧୦- ଉତ୍ତରପ୍ରଦେଶ ହାଥରସ୍‌ ଗଣବଳାତ୍କାର ମାମଲାର ତଦନ୍ତ ଚାଲିଥିବାବେଳେ ବର୍ତ୍ତମାନ ଏକ ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ଘଟଣାର ପରବର୍ତ୍ତୀ ସ୍ଥିତି ରେକର୍ଡ କରାଯାଇଛି। ଏହି ଭିଡିଓଟି ସେପ୍ଟେମ୍ବର ୧୪ର ବୋଲି ପୋଲିସ କହିଛି। ଏହି ହୃଦୟଥରା ଘଟଣା ପରେ ପୋଲିସ, କ୍ରାଇମବ୍ରାଞ୍ଚ ଘଟଣାସ୍ଥଳରେ ପହଞ୍ଚିଥିଲେ। ପରେ ସମସ୍ତ ପାରିପାର୍ଶ୍ୱିକ ସ୍ଥିତିର ଭିଡିଓ ଉତ୍ତୋଳନ କରାଯାଇଥିଲା।
ଭିଡିଓରେ ଦେଖାଯାଇଛି, ବଳାତ୍କାର ଘଟଣା ପରେ ଘଟଣାସ୍ଥଳରେ ୪ଟି ଦା, ଗୋଟିଏ ଚପଲ ପଡିଥିବା ଦେଖିବାକୁ ମିଳିଥିଲା। ଅନୁମାନ କରାଯାଉଛି ଅପରାଧ ସମୟରେ ୪ଜଣ ଲୋକ ଉପସ୍ଥିତ ଥିଲେ। ଅପରପକ୍ଷେ ପୀଡିତାଙ୍କ ମା’ କ୍ରାଇମବ୍ରାଞ୍ଚଠାରୁ ମାତ୍ର ୩ ମିଟର ଦୂରରେ ଥିବା ପୋଲିସ କହିଛି।
ସୂଚନାଯୋଗ୍ୟ ଯେ, ଗତ ୧୪ ସେପ୍ଟେମ୍ବରରେ ହାଥରସ ଜିଲାର ଏକ ଗାଁରେ ଜଣେ ଯୁବତୀଙ୍କୁ ୪ ଜଣ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। କିଛିଦିନ ପରେ ଅର୍ଥାତ ୨୯ ସେପ୍ଟେମ୍ବରରେ ଯୁବତୀ ଜଣକ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri