ସା ରେ ଗା ମା ପା ଲିଟିଲ ଚ୍ୟାମ୍ପସ୍‌ରେ ଏକତ୍ର ନଜର ଆସିବେ ସଙ୍ଗୀତର ‘ତ୍ରିଦେବ’

ଛୋଟ ପରଦାରେ ପ୍ରସାରିତ ଲୋକପ୍ରିୟ ରିଆଲିଟି ଶୋ’ ଇଣ୍ଡିଆନ ଆଇଡଲ ବିଜେତାଙ୍କ ନାମ ଆସନ୍ତା ରବିବାର ଘୋଷଣା କରାଯିବ। ଏହା ପରେ ଆଉ ଏକ ସଙ୍ଗୀତ ରିଆଲିଟି ଶୋ’ ସା ରେ ଗା ମା ପା ଲିଟିଲ ଚ୍ୟାମ୍ପ୍‌ସ ଆରମ୍ଭ ହେବ। ଏଥର ଶୋ’ରେ ସଙ୍ଗୀତ ଦୁନିଆର ତ୍ରିଦେବ କୁହାଯାଉଥିବା ଲୋକପ୍ରିୟ ଗାୟକ ଉଦିତ ନାରାୟଣ, ଅଲ୍‌କା ୟାଗ୍‌ନିକ ଏବଂ କୁମାର ସାନୁଙ୍କୁ ଏକତ୍ର ଦେଖିବାକୁ ମିଳିବ । ଏହି ତ୍ରିଦେବ ଜଜ୍‌ ସିଟ୍‌ରେ ବସି ଭଲ ଭଲ ପ୍ରତିଭାଙ୍କୁ ଖୋଜି ବାହାର କରିବେ।
ନିକଟରେ ମୁମ୍ବାଇରେ ଲିଟିଲ ଚ୍ୟାମ୍ପସ୍‌ର ଆଗାମୀ ସିଜିନର ଘୋଷଣା ଅବସରରେ ଏକ ସଙ୍ଗୀତ ସମ୍ମିଳନୀର ଆୟୋଜନ ହୋଇଥିଲା। ଏହି ଅବସରରେ ଉକ୍ତ ୩ ଜଜ୍‌ ନିଜ ମନପସନ୍ଦ ଗୀତରେ ଲାଇଭ୍‌ ପରଫର୍ମ ଦେଇଥିଲେ। ୧୨ ବର୍ଷ ପରେ ଛୋଟ ପରଦାକୁ ଫେରିଥିବା କୁମାର ସାନୁ ଶୋ’ ବିଷୟରେ କୁହନ୍ତି, ”ଛୋଟ ପରଦାକୁ ଫେରିବା ପାଇଁ ମତେ ସା ରେ ଗା ମା ପା ଲିଟିଲ ଚ୍ୟାମ୍ପସ୍‌ ପରି ଶୋ’ର ଆବଶ୍ୟକତା ଥିଲା। ଛୋଟ ପିଲାଙ୍କ ମଧ୍ୟରେ ବହୁତ ଭଲ ଦକ୍ଷତା ରହିଥାଏ। ସେମାନଙ୍କଠାରୁ ସଙ୍ଗୀତ ଶୁଣିବା ଏବଂ ସେମାନଙ୍କୁ ପରିପକ୍ୱ କରିବାକୁ ମୋତେ ସୁଯୋଗ ମିଳିଥିବାରୁ ମଁୁ ବହୁତ ଖୁସି।“ ଅଲ୍‌କା ଏବଂ ଉଦିତ୍‌ ଏହି ଶୋ’କୁ ନେଇ ବହୁ ଖୁସି ଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri