Posted inଜାତୀୟ

ସିଆଚେନରେ ହିମସ୍ଖଳନ : ୨ ଯବାନ ଶହୀଦ

ଶ୍ରୀନଗର, ୧ା୧୨(ପି.ଟି.): କେନ୍ଦ୍ରଶାସିତ ଅଞ୍ଚଳ ଲଦାଖର ଦକ୍ଷିଣ ସିଆଚେନ୍‌ ଗ୍ଲାସିୟର୍‌ ସେକ୍ଟର ନିକଟରେ ଶନିବାର ପାଟ୍ରୋଲିଂ କରୁଥିବା ବେଳେ ହଠାତ୍‌ ହିମସ୍ଖଳନ ହେବାରୁ ୨ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ପ୍ରାୟ ୧୮ ହଜାର ଫୁଟ ଉପରେ ସେମାନେ ପାଟ୍ରୋଲିଂ କରୁଥିଲେ ବୋଲି ଶ୍ରୀନଗରର ପ୍ରତିରକ୍ଷା ବିଭାଗର ମୁଖପାତ୍ର କହିଛନ୍ତି। ହିମସ୍ଖଳନ ପରେ ଉଦ୍ଧାରକାରୀ ଦଳ, ମେଡିକାଲ ଟିମ୍‌୍‌ ଓ ସେନା ହେଲିକପ୍ଟର ସେଠାରେ ପହଞ୍ଚି କାର୍ଯ୍ୟାରମ୍ଭ କରିଥିଲେ ହେଁ ୨ ଯବାନ ପ୍ରାଣ ହରାଇଥିଲେ। ଅନ୍ୟମାନଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇ ପାରିଥିବା ସେନା ମୁଖପାତ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ ୨୦ ପାଇଁ ୧୦ ବିଭାଗର ତତ୍ପରତା: ପୂରାଦମ୍‌ରେ ଲାଗିପଡ଼ିଛନ୍ତି ଅଧିକାରୀ

ଭୁବନେଶ୍ୱର,୪ା୬(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଶୀର୍ଷରେ ପହଞ୍ଚାଇବା ଲକ୍ଷ୍ୟ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରାଜ୍ୟବାସୀଙ୍କୁ ପାନୀୟଜଳ ଯୋଗାଇବାଠାରୁ ଆରମ୍ଭ କରି ଗମନାଗମନ…

ଓଡ଼ିଶାରେ ଚାଲିବ ଗ୍ରୀନ୍‌ ହାଇଡ୍ରୋଜେନ ବସ୍‌: ଏହିସବୁ କରିଡରରେ ମିଳିବ ସେବା

ଭୁବନେଶ୍ୱର,୪ା୬(ସୁଚିସ୍ମିତା ସାହୁ):ରାଜ୍ୟରେ ସ୍ଥାୟୀ ସହରୀ ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରାଯିବା ସହ ସ୍ବଚ୍ଛ ଶକ୍ତି ସଂକ୍ରାନ୍ତ ରୂପାନ୍ତରଣ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯିବ। ଏହି କ୍ରମରେ ଓଡ଼ିଶାରେ ଗ୍ରୀନ୍‌…

ଯାହାକୁ ଡରୁଥିଲେ ଟ୍ରମ୍ପ, ଶେଷରେ ତାହା ହିଁ ଘଟିଲା: ନିଜ ଲୋକ ବି ଦେଲେ ଧୋକା

ଓ୍ବାଶିଂଟନ୍‌,୪।୬: ଇରାନ ସହିତ ସଂଘର୍ଷକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଇରାନ ବିରୋଧରେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନକୁ ସୀମିତ କରିବା…

ରୋହିଗାଁ’ରୁ ବନ୍ଧାହେଲେ ୨୦ ଜୁଆଡି: ୫ ଲକ୍ଷ ୪୪ ହଜାର ଟଙ୍କା ସହ…

ବ୍ରହ୍ମପୁର, ୪/୬(ସୁବାସ ଚନ୍ଦ୍ର ପାଢ଼ୀ): ସଦର ଥାନା ପୋଲିସ ବୁଧବାର ବିଳମ୍ବିତ ରାତିରେ ରୋହିଗାଁରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡାରେ ଚଢାଉ କରିଥିଲା। ସେଠାରୁ…

ବଳଭଦ୍ର ଜୈବିକ ଚାଷ ମିଶନ ପାଇଁ ଦାରିଙ୍ଗବାଡି ମନୋନୀତ:ଚାଷ ପାଇଁ ଅଣ୍ଟା ଭିଡ଼ିଲେ ଚାଷୀ

ଦାରିଙ୍ଗବାଡି, ୪।୬ (ଅରୁଣ ସାହୁ): କାଳବୈଶାଖୀ ବର୍ଷା ଚାଷୀଙ୍କ ପାଇଁ ଆଣିଛି ଖୁସିର ମୂହୁର୍ତ୍ତ। ପ୍ରଚଣ୍ଡ ଖରାରେ ଚାଷ ଜମି ଫାଟି ଆଁ କରିଥିବାବେଳେ ଏବେ ବର୍ଷା…

କାଠଯୋଡି ନଦୀରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର: ବ୍ୟାଗ-ଚପଲ ରଖି…

କଟକ,୪।୬(ପ୍ରଭୁକଲ୍ୟାଣ ପାଲ୍‌): କାଠଯୋଡି ନଦୀରୁ ପୁଣି ଏକ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। କଟକ ତ୍ରିଶୁଳିଆ ପୋଲ ତଳେ ଭାସୁଛି ମହିଳାଙ୍କ ମୃତଦେହ। ଉଦ୍ଧାର କଲା ଅଗ୍ନିଶମ…

ଅକାମୀ ହୋଇପଡ଼ିଛି ବିଦ୍ୟୁତ ଟ୍ରାନ୍ସଫର୍ମର: ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ

ଆର. ଉଦୟଗିରି,୪।୬(ମନୋଜ କୁମାର ପାଢୀ):ଅକାମୀ ହୋଇଛି ବିଦ୍ୟୁତ ଟ୍ରାନ୍ସଫର୍ମର। ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗଜପତି ଜିଲା…

ବାଦ୍ୟଯନ୍ତ୍ର ନିର୍ମାଣରେ ସିଦ୍ଧହସ୍ତ ରତ୍ନାକର: ପ୍ରୋତ୍ସାହନ ଅଭାବରୁ ବିତୁଛି ଅବହେଳିତ ଜୀବନ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ):ପଶ୍ଚିମ ଓଡ଼ିଶାର ଲୋକକଳାର ବିଭିଧତା ଓ ବିଭବତାକୁ ନେଇ ଜାତୀୟ ଓ ଆନ୍ତର୍ଜାତିକ ସ୍ତରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଛି। ଦ୍ୱିତୀୟତଃ ଲୋକକଳା ଅଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri