Posted inଜାତୀୟ

ସିଆର୍‌ପିଏଫ୍‌ ମହିଳା ଶକ୍ତି: ମଥାରେ ସିନ୍ଦୂର, ହାତରେ ବନ୍ଧୁକ

ନୂଆଦିଲ୍ଲୀ,୭।୩ : ଅବଳା ନୁହେଁ ଦୁର୍ବଳା। ଏହାକୁ ସତ୍ୟ କରି ଦେଖାଇଛନ୍ତି ସିଆର୍‌ପିଏଫ୍‌ ୭୩ ବାଟାଲିୟନ୍‌ ମହିଳା ଶକ୍ତି। ମଥାରେ ସିନ୍ଦୂର ଏବଂ ହାତରେ ବନ୍ଧୁକ ଧରି ମହିଳା ଶକ୍ତି ପ୍ରତିକୂଳ ସ୍ଥିତିର ସାମ୍‌ନା କରିବାକୁ ସବୁବେଳେ ପ୍ରସ୍ତୁତ। ପରିବାରକୁ ପଛରେ ପକାଇ ଦେଶ ମାତୃକାର ସେବା ପାଇଁ ମହିଳା ଶକ୍ତି ସୀମାରେ ସୁରକ୍ଷା କାର୍ଯ୍ୟରେ ମୁତୟନ ହୋଇଛନ୍ତି। ଏମାନେ ବି କାହାର ଝିଅ, କାହାର ମା ତଥା କାହାର ସ୍ତ୍ରୀ। ମାତ୍ର ମନରେ ରହିଛି କେବଳ ଏକ ମାତ୍ର ଲକ୍ଷ୍ୟ। ତାହା ହେଉଛି ଦେଶଭକ୍ତି ଏବଂ ଦେଶ ସେବା। ସିଆର୍‌ପିଏଫ୍‌ର ମହିଳା ଶକ୍ତି ଆଜି ଦେଶରେ ସୃଷ୍ଟି କରିଛନ୍ତି ଅନ୍ୟମାନଙ୍କ ପାଇଁ ଉଦାହରଣ। ମାର୍ଚ୍ଚ ୮ ମହିଳା ଦିବସ ଅବସରରେ ସିଆର୍‌ପିଏଫ୍‌ ମହିଳା ଶକ୍ତି ଦେଶର ପ୍ରତିଟି ମହିଳାଙ୍କ ପାଇଁ ପ୍ରେରଣାର ଉତ୍ସ ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେତନଙ୍କୁ ମିଳିଲା ଗୁରୁଦାୟୀତ୍ୱ, ଜାଣନ୍ତୁ କେତନ କିଏ…

ଭୋପାଳ,୨୨ା୫: ଆସନ୍ତା ମେ ୨୯ରୁ ଜୁନ୍‌ ୬ ପର୍ଯ୍ୟନ୍ତ ଜାପାନର କାକାମିଗାହାରାଠାରେ ହେବାକୁଥିବା ୧୮ ବର୍ଷରୁ କମ୍‌ ଏସିଆ କପ୍‌ ହକି ପ୍ରତିଯୋଗିତା ପାଇଁ ଫରଓ୍ବାର୍ଡ କେତନ…

ସିଂହାସନୀ ପୀଠକୁ ଯାଉଥିବାବେଳେ ବାଟରେ ଘଟିଲା ଅଘଟଣ: ବସ୍‌-ଅଟୋ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜଣଙ୍କ ଜୀବନ

ପୁରୁଷୋତ୍ତମପୁର,୨୨।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗି -ଶିକୁଳା ରାସ୍ତାର ଲଡକାପଲ୍ଲୀଠାରେ ଶୁକ୍ରବାର ଏକ ବସ୍‌ ଓ ଅଟୋ ମଧ୍ୟରେ ଧକ୍କା ହୋଇଛି ।…

ସାବଧାନ! ବଢ଼ିବାକୁ ଯାଉଛି ଆପଣଙ୍କ ମାସିକ ବଜେଟ; ବଢିଗଲା ପରିବା ଓ ଗ୍ରୋସରି ସାମଗ୍ରୀର ଦାମ!

ନୂଆଦିଲ୍ଲୀ,୨୨।୫: ନିକଟରେ ପେଟ୍ରୋଲ ଏବଂ ଡିଜେଲ ଦରରେ ହୋଇଥିବା ବୃଦ୍ଧି ଏବେ ସାଧାରଣ ଜନତାଙ୍କ ପକେଟ ଉପରେ ଭାରି ପଡ଼ିବାକୁ ଯାଉଛି। ଆପଣଙ୍କର ମାସିକ ଗ୍ରୋସରି (ଖାଦ୍ୟ…

ପ୍ରଥମଥର ପାଇଁ ପଞ୍ଚାୟତ ସମିତିରେ ଯୋଗଦେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ, କହିଲେ ମିଳିମିଶି କାମ କଲେ…

ଗଞ୍ଜାମ,୨୨।୫(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲଠାରେ ପଞ୍ଚାୟତ ସମିତି ନବମ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଅଧ୍ୟକ୍ଷତା କରିଥିଲେ।…

‘କକ୍ରୋଚ ଜନତା ପାର୍ଟି’ର ‘X ଆକାଉଣ୍ଟ’ ବ୍ୟାନ ପରେ ରାଗିଲେ ମହୁଆ ମୋଇତ୍ରା, କହିଲେ…

କୋଲକାତା,୨୨।୫: ‘କକ୍ରୋଚ ଜନତା ପାର୍ଟି’ର X ଆକାଉଣ୍ଟ ଏକ ବ୍ୟଙ୍ଗାତ୍ମକ ପୃଷ୍ଠା ଯାହା ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଲୋକପ୍ରିୟତା ହାସଲ କରିଥିଲା, ଏବେ ଏହା ଭାରତରେ…

‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’କୁ ଅଲିମ୍ପିଆନ ଅମିତ ରୋହିଦାସଙ୍କ ପ୍ରୋତ୍ସାହନ

ଭୁବନେଶ୍ୱର, ୨୨ା୫: ଭାରତୀୟ ହକି ଖେଳାଳି ତଥା ଅଲିମ୍ପିଆନ ଅମିତ ରୋହିଦାସ ‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’ ଅଧୀନରେ ନିଜ ଘରେ ରୁଫ୍‌ଟପ୍‌ ସୋଲାର ସିଷ୍ଟମ…

ଛିଡା ହୋଇଥିବା ଟ୍ରକ୍‌ ପଛରେ ପିଟିଲା ଟ୍ରାଭେଲର: ୧୦ରୁ ଅଧିକ ଯାତ୍ରୀ ଆହତ

କଳିଙ୍ଗନଗର ୨୨।୫(ଶୁଭାଶିଷ ରାଉତ ): ମା’ ତାରିଣୀଙ୍କ ଦର୍ଶନ ପାଇଁ ଘଟଗାଁ ଯିବା ସମୟରେ ଅଘଟଣ। ଟ୍ରକ ପଛପଟୁ ପିଟିଲା ଟ୍ରାଭେଲର। ୧୦ରୁ ଅଧିକ ଯାତ୍ରୀ ଆହତ…

ୟୁଟ୍ୟୁବର ସବ୍ୟସାଚୀ ଅମିତାଭଙ୍କ ଗିରଫକୁ ନେଇ ଚର୍ଚ୍ଚା: ଜୋର୍‌ ଧରିଛି ରାଜନୀତି

କେନ୍ଦୁଝର,୨୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ମୁଖ୍ୟାଳୟ ସର୍କିଟ ହାଉସ୍‌ରେ କାର୍‌ ଧକ୍କାରେ ସେଠାକାର କର୍ମଚାରୀଙ୍କ ବାଇକ୍‌ ଭାଙ୍ଗିବା ଏବଂ ଜଗୁଆଳିଙ୍କୁ ଜାତିଆଣ ଆକ୍ଷେପ କରିବା ଅଭିଯୋଗରେ ୟୁଟ୍ୟୁବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri