Posted inଜାତୀୟ

ସିଏଏ ଭାରତୀୟଙ୍କ ନାଗରିକତ୍ୱ ଛଡ଼ାଇ ନେବନି ବରଂ ନିଶ୍ଚିତ କରାଇବ: ଶାହ

ଗାନ୍ଧୀନଗର,୧୧।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) କୌଣସି ଭାରତୀୟଙ୍କ ନାଗରିକତ୍ୱ ଛଡ଼ାଇ ନେବନି। ବରଂ ଏହି ଆଇନ ଭାରତୀୟଙ୍କ ନାଗରିକତ୍ୱକୁ ନିଶ୍ଚିତ କରାଇବ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗୁଜରାଟର ଗାନ୍ଧୀନଗରଠାରେ ଏକ ସଭାରେ ଯୋଗଦେଇ ପ୍ରକାଶ କରିଛନ୍ତି। ତେବେ ବିରୋଧୀ ଦଳ ସିଏଏ ନେଇ ଲୋକଙ୍କ ମଧ୍ୟରେ ଭ୍ରାନ୍ତ ଧାରଣା ସୃଷ୍ଟି କରୁଥିବା ସେ ଅଭିଯୋଗ କରିଛନ୍ତି। ଏଭଳି ଭ୍ରାନ୍ତ ମନ୍ତବ୍ୟ ଦେଉଥିବା ଲୋକଙ୍କଠାରୁ ଦୂରେଇ ରହିବା ପାଇଁ ସେ ଉପସ୍ଥିତ ଜନତାଙ୍କୁ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ, ସିଏଏ ଦ୍ୱାରା ପାକିସ୍ତାନ, ଆଫଗାନିସ୍ତାନ, ବାଂଲାଦେଶ ଆଦିରୁ ଅତ୍ୟାଚାରିତ ହୋଇ ଭାରତରେ ଶରଣ ନେଇଥିବା ହିନ୍ଦୁ, ବୌଦ୍ଧ, ପାର୍ସୀ, ଶିଖ୍‌, ଜୈନ, ଖ୍ରୀଷ୍ଟିଆନ୍‌ ଆଦି ସମ୍ପ୍ରଦାୟଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କରାଯାଇ ପାରିବ॥


Enter your email to get our daily news in your inbox.

All Right Reserved By Dharitri.Com

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri