ସିଏଏ ସପକ୍ଷରେ ଶୋଭାଯାତ୍ରା

ବାଲେଶ୍ୱର ଅଫିସ,୧୦।୨: ବାଲେଶ୍ୱର ଅଟଳ ସ୍ମୃତି କମିଟି ପକ୍ଷରୁ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ସପକ୍ଷରେ ସୋମବାର ଏକ ବିଶାଳ ଶୋଭାଯାତ୍ରା କରାଯାଇଛି। ଶୋଭାଯାତ୍ରା ଗୋପାଳଗାଁର ପ୍ରଜ୍ଞାଭାରତୀୟ ସ୍କୁଲ ପଡ଼ିଆରୁ ବାହାରି ସିନେମାଛକ, ଚିଡ଼ିଆପୋଲ, ଫାଣ୍ଡିଛକ ଦେଇ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲା। ଏଥିରେ ଅଟଳ ସ୍ମୃତି କମିଟି ବ୍ୟତୀତ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ, ବିଏମ୍‌ଏସ୍‌ ସଂଘ ସହ ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ, ବୁଦ୍ଧିଜୀବୀ, ଭାଜପା ପରିବାରର ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ ସମର୍ଥକ ସାମିଲ ହୋଇଥିଲେ। ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳ ଅରୁଣା ତ୍ରିପାଠୀଙ୍କୁ ଏକ ସମର୍ଥନ ପତ୍ର ପ୍ରଦାନ କରାଯାଇଥିଲା। ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ପଥପ୍ରାନ୍ତ ସଭା ମଧ୍ୟ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ: ଗର୍ଭଣା ଗ୍ରାମରେ ଉତ୍ତେଜନା, ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ଭେଡେନ, ୧୧।୭ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଗର୍ଭଣା ଗ୍ରାମରେ ଶନିବାର ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ବିଦ୍ୟୁତ ସଂସ୍ପର୍ଶରେ…

ସ୍କୁଲ କମିଟି ଅଧ୍ୟକ୍ଷ ଚୟନକୁ ନେଇ ବିବାଦ: ପହଞ୍ଚିଲା ପୋଲିସ, ତଦନ୍ତ କରିବେ ଅତିରିକ୍ତ ଶିକ୍ଷାଧିକାରୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଗାଁ କପିଳେଶ୍ୱର ହାଇସ୍କୁଲରେ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଚୟନକୁ ନେଇ ତୀବ୍ର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ପିଲାଙ୍କ କଳିକୁ ନେଇ ମହିଳାଙ୍କୁ ଟଣାଓଟରା କରି ମାରିଥିଲେ ମାଡ଼: ଅଭିଯୁକ୍ତ ଗିରଫ, ଜାମିନ ନାମଞ୍ଜୁର ପରେ…

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମରେ ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା…

କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ଚୋରି: ତାଲା ଭାଙ୍ଗି… ସରପଞ୍ଚଙ୍କ ଏତଲା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ବିଳମ୍ବିତ ରାତିରେ ଚୋରି ହୋଇଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri