ସିଏଏ ସମର୍ଥନରେ ବାହାରିଲା ପଦଯାତ୍ରା

ଅନୁଗୋଳ ଅଫିସ୍‌, ୬।୧: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ସମର୍ଥନ କରି ଅନୁଗୋଳ ସଚେତନ ନାଗରିକ ମଞ୍ଚ ପକ୍ଷରୁ ଏକ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଗାନ୍ଧୀ ଛକରୁ ଏହି ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିବା ପରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଛି। ଅନୁଗୋଳର ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର, ସାମାଜିକ ସଙ୍ଗଠନ ଓ ବୁଦ୍ଧିଜୀବୀମାନେ ଏଥିରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

ଭାଗବତର ମହକରେ ଅତିବଡ଼ି: ଝଙ୍କୃତ ହେଲା କବିତା

ଦାରିଙ୍ଗବାଡ଼ି, ୨୭/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡ. ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନରେ ଅତିବଡ଼ି ଜଗନ୍ନାଥ ଦାସଙ୍କ…

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?