Posted inଜାତୀୟ

ଖଲିସ୍ତାନ ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇବା ପାଇଁ ଆଇଏସ୍‌ଆଇର ଷଡ଼ଯନ୍ତ୍ର: ସତର୍କ ସୂଚନା ଜାରି କଲା ଗୋଇନ୍ଦା ବିଭାଗ

ନୂଆଦିଲ୍ଲୀ,୨୬।୧୨: ପଞ୍ଜାବରେ ଖଲିସ୍ତାନ ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇବା ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ଏନେଇ ଆଇଏସ୍‌ଆଇ ପକ୍ଷରୁ କେତେକ ଆତଙ୍କବାଦୀ ସଂଗଠନ ସହିତ ଗୁପ୍ତ ବୈଠକ ମଧ୍ୟ ହୋଇସାରିଛି। ଏସମ୍ପର୍କରେ ଭାରତୀୟ ଗୋଇନ୍ଦା ବିଭାଗକୁ ଗୁପ୍ତ ସୂଚନା ମିଳିଛି। କୁହୁଡ଼ିର ଫାଇଦା ନେଇ ପାକିସ୍ତାନ ସମର୍ଥିତ ଆତଙ୍କବାଦୀମାନେ ଖଲିସ୍ତାନୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇବା ଲାଗି ଯୋଜନା କରୁଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଭାରତ-ପାକିସ୍ତାନ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri