Posted inଜାତୀୟ

ସିଏଏ ହିଂସା ପାଇଁ ପାକିସ୍ତାନକୁ ଦୋଷୀ ଦର୍ଶାଇବା ମୋଦି ସରକାରଙ୍କ ବଡ଼ ଦୁର୍ବଳତା: ଶିବସେନା

ନୂଆଦିଲ୍ଲୀ,୧୮।୧୨: ସିଏଏ ନେଇ ଦେଶ ବ୍ୟାପି ପ୍ରଦର୍ଶନ ଜାରି ରହିଛି। ଦେଶରେ ସୃଷ୍ଟି ହୋଇଥିବା ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ବିଦେଶୀ ଶକ୍ତିର ହାତ ଥିବା କଥା କୁହାଯାଉଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପାକିସ୍ତାନର ପ୍ରଚ୍ଛନ୍ନ ହାତ ଥିବା ଅନୁମାନ କରୁଛନ୍ତି। ତେବେ ଏହାକୁ ଶିବସେନା ମୁଖପତ୍ର ସାମନାରେ କଡ଼ା ସମାଲୋଚନା କରାଯାଇଛି। ସାମନାରେ ପ୍ରକାଶିତ ଏକ ଲେଖାରେ କୁହାଯାଇଛି ଯେ, ସିଏଏ ହିଂସା ପାଇଁ ପାକିସ୍ତାନକୁ ଦୋଷୀ ଦର୍ଶାଇବା ମୋଦି ସରକାରଙ୍କର ସବୁଠାରୁ ବଡ଼ ଦୁର୍ବଳତା। ଏପରି କରି ସେ ଜନସାଧାରଣଙ୍କର ଦୃଷ୍ଟି ମୁଖ୍ୟ ପ୍ରସଙ୍ଗଠାରୁ ଦୂରେଇବାକୁ ଚାହୁଁଛନ୍ତି। ଭାରତ ଭଳି ଶକ୍ତିଶାଳୀ ଦେଶରେ ଯଦି ପାକିସ୍ତାନ ଭଳି ଦୁର୍ବଳ ରାଷ୍ଟ୍ର ହିଂସା ଘଟାଇବାର କ୍ଷମତା ରଖୁଛି ତେବେ ଏଥିରୁ ମୋଦି ସରକାର କେତେ ଟାଣୁଆ ତାହା ଜଣାପଡୁଛି। ଏଭଳି ମନ୍ତବ୍ୟ ମୋଦି ସରକାରଙ୍କ ପାଇଁ ଶୋଭନୀୟ ହେଉନାହିଁ ବୋଲି ଶିବସେନା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଇରାନକୁ ପ୍ରଶଂସା କଲେ ଡୋନାଲ୍ଡ ଟମ୍ପ: ଜାଣନ୍ତୁ କାହିଁକି

ଓ୍ବାଶିଂଟନ୍‌,୧୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସଦିଚ୍ଛା(Goodwill) ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି। ଟ୍ରମ୍ପଙ୍କ ପ୍ରଶଂସା ଇରାନ ଜଣେ ଆମେରିକୀୟ ମହିଳାଙ୍କୁ ମୁକ୍ତ କରିବା ପରେ କରିଥିଲେ।…

ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଲେ ହାଇକୋର୍ଟ: ପ୍ରତିଟି ଜୀବନର ମୂଲ୍ୟ ଅଛି, ଯଦି…

ନୂଆଦିଲ୍ଲୀ,୧୬।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଦିଲ୍ଲୀ ହାଇକୋର୍ଟ ଗଭୀର ଚିନ୍ତା ପ୍ରକଟ…

ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ ଦିବ୍ୟ ସାନିଧ୍ୟ ସହ…

ପୁରୀ,୧୬ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ବଶ୍ରେଷ୍ଠ ମହାପର୍ବ ରଥଯାତ୍ରା ପାଇଁ ସମଗ୍ର ଶ୍ରୀକ୍ଷେତ୍ର ପ୍ରସ୍ତୁତ।…

ଭାଜପାକୁ ମମତାଙ୍କ ଖୋଲା ଚ୍ୟାଲେଞ୍ଜ, ‘ଅନ୍ତ ଦେଖିବା ଯାଏ ବଞ୍ଚିବି’

କୋଲକାତା,୧୬।୭: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ପୁଣି ଥରେ ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଯେ ତାଙ୍କ…

ରାସ୍ତାରେ ଫୋନ୍‌ରେ ଗପି ଗପି ଯାଉଥିଲେ ଭାଜପା ଜିଲାଧ୍ୟକ୍ଷ, ହଠାତ୍‌ ଆସିଲା ହୃଦ୍‌ଘାତ: ଆଉ ତା’ପରେ…

ଭୋପାଳ,୧୬।୭: ମଧ୍ୟପ୍ରଦେଶର ଛିନ୍ଦୱାଡାରେ ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ଲୋକେଶ ଦେହାରିଆଙ୍କ ହୃଦଘାତ ଯୋଗୁ ଆକସ୍ମିକ ମୃତ୍ୟୁ ହୋଇଥିବା ରିପୋର୍ଟ ହୋଇଛି। ଛିନ୍ଦୱାଡା ସହରର…

ଜିଦ୍‌ରେ ଅଟଳ ସୋନମ ୱାଙ୍ଗଚୁକ: କହିଲେ- ମୋତେ ଅନଶନ ଭାଙ୍ଗିବାକୁ କୁହନ୍ତୁ ନାହିଁ…

ନୂଆଦିଲ୍ଲୀ,୧୬।୭: ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ତଥା ଶିକ୍ଷା ସଂସ୍କାରବାଦୀ ସୋନମ ୱାଙ୍ଗଚୁକଙ୍କ ଅନଶନ ଗୁରୁବାର ୧୯ ଦିନରେ ପ୍ରବେଶ…

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri