Posted inଜାତୀୟ

ସିକିମ୍‌ରେ ତୁଷାରପାତ: ୧୭୦୦ ପର୍ଯ୍ୟଟକଙ୍କୁ ଉଦ୍ଧାର କଲା ସେନା

ନୂଆଦିଲ୍ଲୀ,୨୯ା୧୨: ସିକିମ୍‌ର ନାଥୁ ଲା ଠାରେ ପ୍ରବଳ ତୁଷାରପାତ ଯୋଗୁ ଫସିରହିଥିବା ୧୭୦୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକଙ୍କୁ ଭାରତୀୟ ସେନା ଉଦ୍ଧାର କରିଛି। ପାଖାପାଖି ୩୦୦ ଟ୍ୟାକ୍ସିରେ ଯାଇଥିବା ଏହି ପର୍ଯ୍ୟଟକମାନେ ନାଥୁ ଲା ଗିରିପଥ- ସୋଙ୍ଗୋ ହ୍ରଦରୁ ଫେରୁଥିବା ବେଳେ ଶୁକ୍ରବାର ସନ୍ଧ୍ୟାରେ ପ୍ରବଳ ତୁଷାରପାତ ହୋଇ ରାସ୍ତା ଅବରୋଧ ହୋଇଯାଇଥିଲା। ଫଳରେ ସେମାନେ ଜବାହରଲାଲ ନେହେରୁ ରୋଡ୍‌ରେ ଆଗକୁ ଆସି ନ ପାରି ଅଧାବାଟରେ ଫସିଯାଇଥିଲେ। ସେମାନଙ୍କୁ ଉଦ୍ଧାର କରିବାକୁ ଯବାନମାନେ ଆଗେଇ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?