ସିଗାରେଟ୍‌ ପିଉଥିବା ବ୍ୟକ୍ତିଙ୍କ ପିଲାମାନଙ୍କ ଶୁକ୍ରାଣୁ ହୋଇଥାଏ କମ୍‌

ନିଶାଦ୍ରବ୍ୟ ସେବନର ଭୟାବହତା ବିଷୟରେ ମାତ୍ରାଧିକ ସମସ୍ତେ ଜାଣିଥିଲେ ସୁଦ୍ଧା ଅନେକ ଏହାକୁ ନିଜର ଜୀବନଚର୍ଯ୍ୟାରେ ସାମିଲ କରିଥାନ୍ତି। ବିଶେଷକରି ପୁଅମାନେ ଏଥିପ୍ରତି ଆକୃଷ୍ଟ ହେବା ଦେଖାଯାଏ। ତେବେ ଯଦି ଆପଣ ସିଗାରେଟ୍‌ ପିଉଛନ୍ତି ତେବେ ସାବଧାନ ହୋଇଯାନ୍ତୁ। କାରଣ ଏହା କେବଳ ପିଉଥିବା ବ୍ୟକ୍ତି ନୁହେଁ ବରଂ ସେମାନଙ୍କ ପିଲାଙ୍କ ଉପରେ ମଧ୍ୟ କୁପ୍ରଭାବ ପକାଇଥାଏ। ଯେଉଁ ମା’ ବାପା ସିଗାରେଟ ପିଇଥାନ୍ତି ସେମାନଙ୍କ ପିଲାଙ୍କ ଶୁକ୍ରାଣୁ ସଂଖ୍ୟା କମ୍‌ ହୋଇଥାଏ। ଏହା ୧୦ ପ୍ରତିଶତରୁ ଅଧିକ କମ୍‌ ହୋଇଥାଏ ବୋଲି ଏକ ଗବେଷଣାରୁ ଜଣାପଡିଛି।
ଗବେଷକ ଡେନିଶ କରିଥିବା ଏହି ଗବେଷଣା ଅନୁଯାୟୀ, ମହିଳାମାନେ ସିଗାରେଟ ପିଇଲେ ସେମାନଙ୍କ ପିଲାଙ୍କ ଶୁକ୍ରାଣୁ ୪୬ ପ୍ରତିଶତରୁ ତଳକୁ ଖସିଥାଏ। ଛୁଆ ଜନ୍ମ ହେବା ପୂର୍ବରୁ ବାପା ସିଗାରେଟ ପିଉଥିଲେ, ତାଙ୍କ ଛୁଆଙ୍କ ଶୁକ୍ରାଣୁ ୮ ପ୍ରତିଶତ କମ୍‌ ହୋଇଥାଏ। ଏଥିରେ ଗର୍ଭବତୀ ମହିଳାମାନଙ୍କ ପାଇଁ ସିଗାରେଟକୁ ସବୁଠୁ କ୍ଷତିକାରକ ବୋଲି କୁହାଯାଇଛି। ଗର୍ଭବତୀ ମହିଳା ଯଦି ସିଗାରେଟ ପିଇଥାନ୍ତି ତେବେ ସେମାନଙ୍କ ଶିଶୁ କମ୍‌ ଓଜନ ହେବା ସହିତ ମଧୁମେହରେ ଆକ୍ରାନ୍ତ ହୋଇଥାନ୍ତି। ଏସବୁ ସମସ୍ୟା ଯୋଗୁ ଗର୍ଭବତୀ ଥିବା ସମୟରେ ମହିଳାମାନେ ସିଗାରେଟ୍‌ ଟାଣିବାକୁ ବନ୍ଦ କରିଦେବା ଉଚିତ। ସେହିପରି ପୁରୁଷମାନେ ମଧ୍ୟ ସତର୍କତା ଅବଲମ୍ବନ କରିବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri