ସିଙ୍କ୍‌ ସଫା କରିବାର ସରଳ ଉପାୟ

ସିଙ୍କ୍‌ର ଉପଯୁକ୍ତ ଯତ୍ନ ନ ନେଲେ ସେଥିରେ ଖାଦ୍ୟ ପଦାର୍ଥର ଅବଶିଷ୍ଟାଂଶ ଜମା ହୋଇ ଦୁର୍ଗନ୍ଧ ସୃଷ୍ଟି ହୋଇଥାଏ। ତେବେ ଏହାକୁ ଦୂର କରିବାକୁ ନିମ୍ନୋକ୍ତ ଟିପ୍ସ ଆପଣେଇ
ପାରନ୍ତି…

ନ୍ୟାପ୍‌ଥାଲିନ୍‌ ଗୋଲି : ଦୁର୍ଗନ୍ଧ ଦୂର କରିବାକୁ ହେଲେ ଏହା ଭଲ କାମ ଦେଇଥାଏ। ଆପଣ ସବୁବେଳେ ସିଙ୍କରେ ନ୍ୟାପ୍‌ଥାଲିନ୍‌ ଗୋଟିଏ ଗୋଲି ପକାନ୍ତୁ। ଏହାଫଳରେ ଏପରି କେବେ ଦୁର୍ଗନ୍ଧ ହେବନି।
ସିର୍‌କା : ଆପଣ ଚାହିଁଲେ ସିର୍‌କାର ବ୍ୟବହାର କରିପାରିବେ। ସିଙ୍କରେ ସିର୍‌କା ପକାଇ ଛାଡି ଦିଅନ୍ତୁ। ପରେ ସ୍କ୍ରବ୍‌ ଓ ପାଣି ସାହାଯ୍ୟରେ ରଗଡ଼ି ଭଲଭାବେ ସଫା କରନ୍ତୁ। ଏହାଦ୍ୱାରା ସିଙ୍କ ସଫା ହୋଇଯିବ ଓ ଦୁର୍ଗନ୍ଧ ହେବନି। ସିଙ୍କ ଉପରେ ହ୍ବାଇଟ୍‌ ସ୍ପଟ୍‌ ପଡ଼ିଥାଏ। ଏହା ମଧ୍ୟ ଦୂର ହୋଇଥାଏ।
ବେକିଂ ସୋଡା : ଷ୍ଟେନଲେସ୍‌ ଷ୍ଟିଲ ସିଙ୍କ୍‌କୁ ସଫା କରିବା ପାଇଁ ବେକିଂ ସୋଡାର ବ୍ୟବହାର କରନ୍ତୁ। ଏହାଦ୍ୱାରା ଦୁର୍ଗନ୍ଧ ଦୂର ହେବା ସହ ଏହାର ଚମକ ବଜାୟ ରହିଥାଏ। ଏଥିପାଇଁ ଆବଶ୍ୟକ ମୁତାବକ ବେକିଂ ସୋଡାକୁ ସିଙ୍କ୍‌ରେ ଛିଞ୍ଚତ୍ ଦିଅନ୍ତୁ। ପାଞ୍ଚମିନିଟ୍‌ ପରେ ସ୍କ୍ରବ୍‌ ସାହାଯ୍ୟରେ ଭଲ ଭାବେ ସଫା କରନ୍ତୁ।
କମଳାଚୋପା : ସିଙ୍କକୁ ଦୁର୍ଗନ୍ଧମୁକ୍ତ କରିବାକୁ ହେଲେ କମଳା ଚୋପା ସାହାଯ୍ୟରେ ଏହାକୁ ରଗଡ଼ନ୍ତୁ। ପୁଣି ଉଷୁମ ପାଣିରେ ସିଙ୍କକୁ ସଫା କରନ୍ତୁ। ଏହାଦ୍ୱାରା ସିଙ୍କ ଦୁର୍ଗନ୍ଧ ଦୂର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri