Posted inଖେଳ

ସିତ୍‌ପାସ୍‌ଙ୍କୁ ଏଟିପି ଫାଇନାଲ୍ସ ଟାଇଟଲ

ଲଣ୍ଡନ,୧୮।୧୧(ଏଏଫ୍‌ପି)- ଗ୍ରୀସ୍‌ର ଷ୍ଟିଫାନୋସ ସିତ୍‌ସିପାସ୍‌ ପ୍ରଥମ ସେଟ୍‌ ହରିବା ପରେ ମଧ୍ୟ ଡୋମିନିକ ଥିଏମଙ୍କୁ ପରାସ୍ତ କରି ଚଳିତ ଏଟିପି ଫାଇନାଲ୍ସ ଟାଇଟଲ ହାତେଇଛନ୍ତି। ୨୧ ବର୍ଷୀୟ ସିତ୍‌ସିପାସ୍‌ ୬-୭(୬/୮), ୬-୨, ୭-୬ (୭/୪) ସେଟ୍‌ରେ ଫାଇନାଲ ମ୍ୟାଚ୍‌କୁ ଜିତି ନେଇଛନ୍ତି। ୨୦୦୧ରେ ଲେଇଟନ ହଓ୍ବେିଟଙ୍କ ପରେ ସର୍ବକନିଷ୍ଠ ଖେଳାଳି ଭାବେ ଏହି ସମ୍ମାନଜନକ ଟୁର୍ନାମେଣ୍ଟ ଜିତିଛନ୍ତି। ଚଳିତ ସିଜନରେ ସିତ୍‌ସିପାସ୍‌ଙ୍କ ଏହା ତୃତୀୟ ଟାଇଟଲ। ସେମିଫାଇନାଲରେ ରୋଜର ଫେଡରରଙ୍କୁ ସିଧାସଳଖ ସେଟ୍‌ରେ ହରାଇବା ପରେ ସେ ଫାଇନାଲରେ ସ୍ଥାନ ପକ୍କା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri