ସିଦ୍ଧାର୍ଥଙ୍କ ପ୍ରେମରେ ଆରତୀ, ହେଲେ କହିପାରୁନାହାନ୍ତି ମନକଥା

ବମ୍ବେ: ସୁପରଷ୍ଟାର ଗୋବିନ୍ଦାଙ୍କ ଭାଣିଜୀ ଆରତୀ ସିଂଙ୍କୁ ନେଇ ନୂଆ ଚର୍ଚ୍ଚା। ସେ କୁଆଡ଼େ ବିଗ୍‌ ବସ୍‌ ପ୍ରତିଯୋଗୀ ସିଦ୍ଧାର୍ଥ ଶୁକ୍ଳାଙ୍କୁ ମନେମନେ ଭଲ ପାଉଛନ୍ତି। ନିଜେ ଆରତୀ ବିଗ୍‌ ବସ୍‌ରେ ଏବେ ଅଛନ୍ତି। ତେଣୁ ଏଭଳି କିଛି ଚର୍ଚ୍ଚା ଶୋ’ରୁ ଆରମ୍ଭ ହୋଇଛି। ଗୋଟିଏ ପଟେ ସେ ସିଦ୍ଧାର୍ଥଙ୍କୁ ପସନ୍ଦ କରୁଥିବା ବେଳେ ସିଦ୍ଧାର୍ଥ କିନ୍ତୁ ତାଙ୍କୁ ଅନୁକୂଳ ସଂକେତ ଦେଉନାହାନ୍ତି। ଫଳରେ ଆରତୀଙ୍କ ପ୍ରେମ ଗାଡ଼ି ଅଟକି ରହିଛି।

ନିକଟରେ ବିଗ୍‌ ବସ୍‌ର ପୂର୍ବତନ ପ୍ରତିଯୋଗୀ ପ୍ରିନ୍ସ ନରୁଲା ମଧ୍ୟ ଏଭଳି କିଛି ସନ୍ଦେହ କରୁଥିବା କହିଛନ୍ତି। ଆରତୀଙ୍କ ଆଖିରେ ପ୍ରେମ ନଜର ଆସିଥାଏ। ଏପରିକି ସେ ଶୋ’ରେ ସିଦ୍ଧାର୍ଥଙ୍କ ନିକଟତର ଥିବା ଶହନାଜ ଗିଲ୍‌ଙ୍କୁ ମଧ୍ୟ ଈର୍ଷା କରନ୍ତି। ଅନେକ ଥର ସିଦ୍ଧାର୍ଥ ଆରତୀଙ୍କୁ କଟୁକଥା କହିଛନ୍ତି। ହେଲେ ସେ ସବୁବେଳେ ତାଙ୍କୁ ସମର୍ଥନ କରିଥାଆନ୍ତି ବୋଲି ପ୍ରିନ୍ସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri