Posted inଜାତୀୟ

ସିଦ୍ଧାର୍ଥ ଶୁକ୍ଳା ‘ବିଗ୍‌ ବସ୍‌ ୧୩’ ବିଜେତା

ମୁମ୍ବାଇ,୧୬ା୨: ବିଗ୍‌ ବସ୍‌ ହାଉସ୍‌ରେ ଦୀର୍ଘ ମାସର ସଂଘର୍ଷ ପରେ ଶନିବାର ଅନୁଷ୍ଠିତ ଗ୍ରାଣ୍ଡ ଫିନାଲେରେ ସିଦ୍ଧାର୍ଥ ଶୁକ୍ଳା ବିଜେତା ଘୋଷିତ ହୋଇଛନ୍ତି। ‘ଦିଲ୍‌ ସେ ଦିଲ୍‌ ତକ୍‌’ର ଅଭିନେତା ଟ୍ରଫି ସହ ୪୦ ଲକ୍ଷ ଟଙ୍କାର ପୁରସ୍କାର ଜିତିଛନ୍ତି। ଚୂଡ଼ାନ୍ତ ପର୍ଯ୍ୟାୟରେ ଆସିମ୍‌ ରିଆଜ୍‌ଙ୍କ ସହ ତାଙ୍କର ପ୍ରତିଦ୍ୱନ୍ଦ୍ୱିତା ହୋଇଥିଲା। ଏଥିରେ ସିଦ୍ଧାର୍ଥ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଅଧିକାଂଶ ମହିଳା ପ୍ରତିଯୋଗୀ ତାଙ୍କୁ ଚୟନ କରିଥିଲେ। ପ୍ରାରମ୍ଭିକ ପର୍ଯ୍ୟାୟରେ ପରାସ ଛୋବ୍ରାଙ୍କ ଭଳି ପ୍ରତିଯୋଗୀମାନଙ୍କ ସହ ସିଦ୍ଧାର୍ଥଙ୍କ ପ୍ରତିଦ୍ୱନ୍ଦ୍ୱିତା ହୋଇଥିଲା। ସେତେବେଳେ ସେ ଆସିମ୍‌ଙ୍କ ସହ ବନ୍ଧୁତା ସ୍ଥାପନ କରିଥିଲେ। କିଛି ମାସ ମଧ୍ୟରେ ସମୀକରଣ ବଦଳି ଯାଇଥିଲା। ଉଭୟଙ୍କ ମଧ୍ୟରେ ଶତ୍ରୁତା ଦେଖାଦେଇଥିଲା। ଚୂଡାନ୍ତ ପର୍ଯ୍ୟାୟରେ ସିଦ୍ଧାର୍ଥଙ୍କ ସହ ଆସିମ ଏବଂ ଶେହନାଜ ଗିଲ୍‌ ରହିଥିଲେ। ଆରତି ସିଂ ଓ ଅଭିନେତ୍ରୀ ରଶ୍ମୀ ଦେଶାଇ ଶୋ’ରୁ ବାଦ୍‌ ପଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ଖୋଳିବାରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?