Categories: ଜାତୀୟ

ସିଦ୍ଧୁ ଗୁରୁତ୍ୱପୂର୍ଣ୍ଣ ବିଭାଗ ହରାଇଲେ

ଚଣ୍ଡିଗଡ଼,୭ା୬(ପି.ଟି.)-ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ଗୁରୁବାର ମନ୍ତ୍ରିମଣ୍ଡଳରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏଥିରେ ନବଜ୍ୟୋତ୍‌ ସିଂ ସିଦ୍ଧୁଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗ ହରାଇବାକୁ ପଡିଛି। ତାଙ୍କଠାରୁ ସ୍ବାୟତ୍ତ ଶାସନ, ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ କାଢ଼ି ନିଆଯାଇ ଶକ୍ତି ବିଭାଗ ଦିଆଯାଇଛି।

Share