Posted inଜାତୀୟ

ସିଦ୍ଧୁ ଦଳର କେଉଁ ସ୍ଥାନରେ ରହିବେ ସ୍ଥିର କରିବେ ପ୍ରିୟଙ୍କା

ନୂଆଦିଲ୍ଲୀ,୨୨।୭: ପଞ୍ଜାବ କ୍ୟାବିନେଟରୁ ଇସ୍ତଫା ଦେବା ପରେ ଭାରତୀୟ ଦଳର ପୂର୍ବତନ କ୍ରିକେଟର ନବଜୋତ ସିଂ ସିଦ୍ଧୁ ଏବେ ଦଳରେ ରହିବେ କି ନା ଯଦି ରହିବେ ତେବେ କେଉଁ ସ୍ଥାନରେ ରହିବେ ଏହା କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସ୍ଥିର କରିବେ ବୋଲି ଶୁଣିବାକୁ ମିଳିଛି। ରାଜନୀତି ବିଶେଷଜ୍ଞମାନେ ସିଦ୍ଧୁଙ୍କ ଭବିଷ୍ୟତକୁ ନେଇ ଅନୁମାନ ଲଗାଉଥିବା ବେଳେ ସିଦ୍ଧୁ କେବଳ ପାଭିଲିନରେ ବସି ମ୍ୟାଚ ଦେଖିବା ବ୍ୟତୀତ ତାଙ୍କର ଆଉ କିଛି ଉପାୟ ନାହିଁ। ଆଲୋଚନା ହେଉଛି କି କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଇସ୍ତଫା ଦେବା ପରେ ଏବେ ସିଦ୍ଧୁ କଂଗ୍ରେସରେ ରହିବାକୁ ନେଇ ପ୍ରିୟଙ୍କା ହିଁ ଯାହା ନିଷ୍ପତ୍ତି ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍‌ ଦେଇ ଏସ୍‌ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ…

TMC ଛାଡ଼ିଲେ ଏମ୍‌ପି କାକୋଲି ଘୋଷ, ମମତାଙ୍କର ଥିଲେ ଅତି ଘନିଷ୍ଠ

କୋଲକାତା,୨୭ା୫: TMCକୁ ବଡ଼ ଝଟ୍‌କା। ଦଳ ଛାଡ଼ଛନ୍ତି ଏମ୍‌ପି କାକୋଲି ଘୋଷ। ସେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିଲେ। ବାରାଶତ୍ରୁରୁ ସେ…

ଅଧାରୁ ଫେରିଲା ଏୟାର ଇଣ୍ଡିଆ ବିମାନ, ୩ ଘଣ୍ଟା ଉଡ଼ାଣ ପରେ…

ନୂଆଦିଲ୍ଲୀ,୨୭ା୫: ଯାନ୍ତ୍ରିକ ତ୍ରୁଟି ପାଇଁ ଅଧାରୁ ଫେରିଆସିଲା ଏୟାର ଇଣ୍ଡିଆ ବିମାନ। ସାନ ଫ୍ରାନ୍ସିସ୍କୋ ଯାଉଥିଲା ବେଳେ ଫେରି ଆସିଲା। ୩ ଘଣ୍ଟା ଉଡ଼ାଣ କରି ସାରି…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

୪ ଡେପୁଟି ସିଏମ୍‌ଙ୍କ ସହ କ୍ଷମତା ସମ୍ଭାଳିବେ ଡିକେ ଶିବକୁମାର; ନାଁ ଫାଇନାଲ୍!

ବେଙ୍ଗାଲୁରୁ,୨୭।୫: ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଇସ୍ତଫା ଏବଂ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ ସମ୍ପର୍କରେ କଳ୍ପନାଜଳ୍ପନା ମଧ୍ୟରେ, ରାଜ୍ୟରେ ନୂଆ ସରକାର ଗଠନ ସମ୍ପର୍କରେ ଆଉ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

ରେଲେଓ଼୍ବ ଷ୍ଟେଶନରେ ମହଙ୍ଗା ହେଲା ଖାଦ୍ୟ; ଜାଣନ୍ତୁ କେଉଁ ଖାଦ୍ୟ କେତେ ବଢିଲା…

ନୂଆଦିଲ୍ଲୀ,୨୭।୫: ରେଳ ଷ୍ଟେସନରେ ମହଙ୍ଗା ହେଲା ଖାଦ୍ୟ; ନୂତନ ଦର ଜୁନ ୧ ରୁ ଲାଗୁ ହେବା ନେଇ ବଡ଼ ଘୋଷଣା। ଏହି ନୂତନ ସଂଶୋଧନ ପରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri