ସିପିଏମ୍‌ ପକ୍ଷରୁ ପ୍ରତିବାଦ ସଭା

ଖଇରା,୨୨।୪(ଡି.ଏନ.ଏ.)-ସିପିଏମ ଆଞ୍ଚଳିକ କମିଟି ଖଇରା ଶାଖା ପକ୍ଷରୁ ବାଲେଶ୍ୱର ଜିଲା ଖଇରା ବଜାରରେ ମଙ୍ଗଳବାର ପଥପ୍ରାନ୍ତ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି। ସନ୍ତୋଷ କୁମାର ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ପାର୍ବତୀ ସାହୁ, ସୁଭଦ୍ରା ସାହୁ, ଗୀତାଞ୍ଜଳି ସାହୁ, ଭଗବାନ ଦାସ, କାହ୍ନୁ ଖିଲାର ପ୍ରମୁଖ ଉପସ୍ଥିତ ରହି କରୋନା ମୁକାବିଲାରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଫଳତାକୁ ସମାଲୋଚନା କରିଥିଲେ। ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ମିଳୁଥିବା ଦାନର ହିସାବ ଦେବାକୁ ଦାବି କରିଥିଲେ ା ଏଥିସହ ଓଡିଶା ବାହାରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ଓଡିଆମାନଙ୍କର ପ୍ରତ୍ୟାବର୍ତ୍ତନ ସୁବିଧା କରିବାକୁ ଦାବି କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ରଜକ ସମାଜ ନୂତନ କର୍ମକର୍ତ୍ତା ଚୟନ: ରାଧାମୋହନ-କହ୍ନେଇଙ୍କୁ ବଡ଼ ଦାୟିତ୍ୱ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଯୋଗୀମାରୀ ଠାରେ ରଜକ ସମାଜ ଉପରଅଣଗିରୀ ମୁଠାର ବାର୍ଷିକ ବୈଠକ ଓ ନୂତନ କର୍ମକର୍ତ୍ତା ଚୟନ ସୋମବାର ଅନୁଷ୍ଠିତ ହୋଇଯାଇଛି।…

ଯାତ୍ରୀବାହୀ ବସ୍ ସହ ଟ୍ରେଲର ମୁହାଁମୁହିଁ ଧକ୍କା, ଅନେକ ଯାତ୍ରୀ ଗୁରୁତର

ପାଟଣା, ୮।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ବାଉଁଶୁଳି–ଉଖୁଣ୍ଡା ରାସ୍ତାର ଭଅଁରପୁର ନିକଟରେ ସୋମବାର ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଛି। ‘ସାହୁ’ ନାମକ ଏକ…

ବଜ୍ରପାତରେ ଚାଲିଗଲା ଦିଅର ଭାଉଜଙ୍କ ଜୀବନ

ଢେଙ୍କାନାଳ,୮।୬; ଢେଙ୍କାନାଳ ଜିଲା ହିନ୍ଦୋଳ ବନ୍ଧାଭୂଇଁ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବଜ୍ରପାତରେ ଭାଉଜ-ଦିଅରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଭାଉଜ-ଦିଅର…

ଜାତୀୟ ରାଜପଥ ଉପରେ ପଡ଼ିଥିଲେ ଯୁବକ; ମାନବିକତା ଦେଖାଇଲେ ବିଧାୟକ କଲେ ଏମିତି…ଚାରିଆଡେ ଚର୍ଚ୍ଚା

ଛତ୍ରପୁର,୮।୬( ଦିଲ୍ଲୀପ ସାମଲ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ । ବିଧାୟକ ତାଙ୍କର କ୍ଷେତ୍ର ପରିଦର୍ଶନ ସାରି ଫେରୁଥିବା ବେଳେ ଗଞ୍ଜାମ ହୁମା…

ଗାଁ ଛକ ନିକଟରେ ପଡ଼ିଛି ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଡେରାବିଶ, ୮।୬ (ବୈବର୍ତ୍ତ ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଏଣ୍ଡର ପଞ୍ଚାୟତର ନୀଳକଣ୍ଠପୁର ଗ୍ରାମ ନିକଟରୁ ସୋମବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର…

ଝାରସୁଗୁଡ଼ାରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌, ତେଜିଲା ଅସନ୍ତୁଷ୍ଟ

ଝାରସୁଗୁଡ଼ା, ୮ା୬(ଆଶିଷ ରଞ୍ଜନ ଦାଶ)- ଝାରସୁଗୁଡ଼ା ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଓ ଅସହ୍ୟ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଭଳି ସ୍ଥିତିରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌…

ଭୁବନେଶ୍ବର ପରିବର୍ତ୍ତେ ପୁରୀ ବସଷ୍ଟାଣ୍ଡରେ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: କାରଣ…

ପୁରୀ,୮।୬(ଅଜିତ ମହାନ୍ତି): ଭୁବନେଶ୍ବରରେ ଅବତରଣ କରିପାରି ନାହିଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହେଲିକପ୍ଟର। ପ୍ରତିକୂଳ ପାଗ ପାଇଁ ଭୁବନେଶ୍ବର ପରିବର୍ତ୍ତେ ପୁରୀରେ ଅବତରଣ କରିଛି। ସମଙ୍ଗ ଅସ୍ଥାୟୀ…

ଦିଗପହଣ୍ଡି ଦୁର୍ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri