ସିପେଟ୍‌ ପକ୍ଷରୁ ଦକ୍ଷତା ବିକାଶ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ) ସିପେଟ୍‌ ସିଏସ୍‌ଟିଏସ୍‌ ଭୁବନେଶ୍ୱର ଏବଂ ରାଉରକେଲାସ୍ଥିତ ଏନ୍‌ଏସ୍‌ପିସିଏଲ୍‌ର ମିଳିତ ସହଯୋଗରେ ଚତୁର୍ଥ ବର୍ଷ ଲାଗି ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଉରକେଲା ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳଗୁଡିକରେ ବେକାର ଯୁବତୀଯୁବକଙ୍କୁ ଦକ୍ଷତା ତାଲିମ ଦ୍ୱାରା ନିଯୁକ୍ତି ସୃଷ୍ଟି ଲାଗି ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ସିପେଟ୍‌ ସିଏସ୍‌ଟିଏସ୍‌ ଭୁବନେଶ୍ୱର କ୍ୟାମ୍ପସରେ ଏହାର ଶୁଭାରମ୍ଭ କରାଯାଇଥିଲା। କାର୍ଯ୍ୟକ୍ରମରେ ଏନ୍‌ଏସ୍‌ପିସିଏଲ୍‌ର ସିଇଓ ପି.କେ. ବୋନ୍ଦ୍ରିୟା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏଭଳି ପଦକ୍ଷେପକୁ ପ୍ରଶଂସା କରିଥିଲେ। ଦକ୍ଷତା ବିକାଶ କ୍ଷେତ୍ରରେ ଦୃଢମନା ହେବାକୁ ସିପେଟ୍‌ର ଉପନିର୍ଦ୍ଦେଶକ ତଥା ମୁଖ୍ୟ ଶୁଶ୍ରୀ ନିହାରିକା ପରିଡା ମତ ରଖିଥିଲେ। କାର୍ଯ୍ୟକ୍ରମରେ ଏନ୍‌ଏସ୍‌ପିସିଏଲ୍‌ ଜିଏମ୍‌ ଏସ୍‌.ଜୋଶେଫ, ଏଚ୍‌ଆର୍‌ ଆଲୋକ କୁମାର ରଣବୀର, ଏଜିଏମ୍‌ ଅନୁରାଜ ଶ୍ରୀବାସ୍ତବ,ସିପେଟ୍‌ ପ୍ରଶାସନିକ ଅଧିକାରୀ ଜୟନ୍ତ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri