Posted inଜାତୀୟ

ସିବିଆଇକୁ ମିଳିଲା ରାଜୀବଙ୍କ ଠିକଣା

କୋଲକାତା,୧୯।୯: ଶାରଦା ଚିଟପଣ୍ଡ ମାମଲାରେ ଛନ୍ଦି ହୋଇଥିବା କୋଲକାତାର ପୂର୍ବତନ କମିଶନର ରାଜୀବ କୁମାରଙ୍କ ଠିକଣା ମିଳିଛି। ଗୁରୁବାର ରାଜୀବଙ୍କ ଠିକଣା ମିଳିବା ପରେ ସିବିଆଇର ଗୋଟିଏ ଟିମ୍‌ ସିଜିଓ କମ୍ଲେକ୍ସ ଯାଇଥିବା ବେଳେ ଅନ୍ୟ ଟିମ୍‌ କୋଲକାତା ସ୍ଥିତ ୩୪-ପାର୍କ ଷ୍ଟ୍ରିଟ ବାସଭବନରେ ଜଗି ରହିଛନ୍ତି। ଏଥିସହ ରାଜୀବଙ୍କ ସହ ଜଡିତ ଥିବା ୫ଟି ସ୍ଥାନରେ ସିବିଆଇ ଟିମ୍‌ ପକ୍ଷରୁ ଚଢ଼ାଉ କରାଯାଇଛି। ଖୁବ୍‌ଶୀଘ୍ର ତାଙ୍କୁ ସିବିଆଇ ପକ୍ଷରୁ ଗିରଫ କରାଯିବ ବୋଲି ସୂଚନା ମିଳିଛି। ଶେଷଥର ରାଜୀବଙ୍କୁ ଶୁକ୍ରବାର ସାର୍ବଜନୀନ ଭାବେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବିଆ ଭୂମିକମ୍ପରେ ଭୟଙ୍କର କ୍ଷତି; ଏପର୍ଯ୍ୟନ୍ତ ୧୩୨ ଜଣଙ୍କ ମୃତ୍ୟୁ, ୧୫୦୦ ରୁ ଅଧିକ ଘର ନଷ୍ଟ

ବୋଗୋଟା,୧୧।୮: ରିକ୍ଟର ସ୍କେଲରେ ୭.୪ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ କଲମ୍ବିଆରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏପର୍ଯ୍ୟନ୍ତ ୧୩୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୭୦ରୁ ଅଧିକ…

ବର୍ଷାରେ ଭାଙ୍ଗିଗଲା କୋଟିଏ ଟଙ୍କାର ଶେଡ୍, ଯାତ୍ରୀ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ

ରାଉରକେଲା,୧୧।୮(ସଙ୍ଗୀତା ଜେନା): ରାଉରକେଲା ରେଲଓ୍ବେ ଷ୍ଟେଶନର ମୁଖ୍ୟ ପ୍ରବେଶ ଦ୍ୱାରରେ ନିର୍ମାଣାଧୀନ ଶେଡ୍‌ ସୋମବାର ହୋଇଥିବା ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି। ଫଳରେ ଶେଡ୍‌ ତଳେ ଥିବା ଏକ…

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri