Posted inଜାତୀୟ

ସିବିଆଇ ପକ୍ଷରୁ ନିଜର ୧୯ ଉଚ୍ଚ ଅଧିକାରୀଙ୍କ ବିରୋଧରେ ଅଣାଯାଇଛି ଦୁର୍ନୀତି ଅଭିଯୋଗ: ସରକାର

ନୂଆଦିଲ୍ଲୀ,୨୪।୭: ସିବିଆଇ ପକ୍ଷରୁ ନିଜ ଉଚ୍ଚ ଅଧିକାରୀଙ୍କ ବିରୋଧରେ ମଧ୍ୟ ଦୁର୍ନୀତି ଅଭିଯୋଗ ଅଣାଯାଇଛି। ଗତ ୩ ବର୍ଷ ମଧ୍ୟରେ ୧୯ ଜଣ ଅଧିକାରୀଙ୍କ ବିରୋଧରେ ଏଭଳି ଅଭିଯୋଗ ଅଣାଯାଇଛି। ଏସମ୍ପର୍କରେ ବୁଧବାର ସରକାର ଲୋକ ସଭାରେ ଉତ୍ତର ରଖିଛନ୍ତି। ଏସବୁ ଅଧିକାରୀଙ୍କ ପାଖରେ ଆୟ ତୁଳନାରେ ଅଧିକ ଅର୍ଥ ମହଜୁଦ୍‌ ଥିବା ଜଣାପଡ଼ିବା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri