Posted inଜାତୀୟ

ସିବିଏସ୍‌ଇ ବୋର୍ଡ: ଦେଶର ୧୫,୦୦୦ କେନ୍ଦ୍ରରେ ଅନୁଷ୍ଠିତ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୫।୫: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକଶେନ(ସିବିଏସ୍‌ଇ)ର ବାକିଥିବା ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଦେଶର ୧୫,୦୦୦ କେନ୍ଦ୍ରରେ ଅନୁଷ୍ଠିତ ହେବ। ସୋମବାର କେନ୍ଦ୍ର ମାନବ ସମ୍ବଳ ବିକାଶ(ଏଚ୍‌ଆର୍‌ଡି) ମନ୍ତ୍ରୀ ରମୋଶ ପୋଖରିୟାଲ ନିଶଙ୍କ ସୂଚନା ଦେଇଛନ୍ତି। କରୋନା ଭାଇରସର ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ସମୟରେ ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦିଆଯିବ। ପିଲାମାନେ ନିଜ ନିଜ ସ୍କୁଲରେ ପରୀକ୍ଷା ଦେବେ ବୋଲି ପୋଖରିୟାଲ ଟୁଇଟ୍‌ କରି ଜଣାଇଛନ୍ତି। ସୂଚନାଯୋଗ୍ୟ, କରୋନା ଭାଇରସ ଯୋଗୁ ମାର୍ଚ୍ଚ ୨୫ରୁ ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବାରୁ ଏହି ପରୀକ୍ଷା ସ୍ଥଗିତ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଂସେଇଖାନା ଇଦ୍‌ର ଅଂଶ ନୁହେଁ : ହାଇକୋର୍ଟ

କୋଲକାତା,୨୨।୫: ଗୋହତ୍ୟା କୌଣସି ଧାର୍ମିକ ଉତ୍ସବର ଅଂଶ ହୋଇ ନ ପାରେ । ସର୍ବସାଧାରଣ ସ୍ଥାନରେ ପଶୁହତ୍ୟାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ କହି କଲିକାତା ହାଇକୋର୍ଟ ପଶ୍ଚିମବଙ୍ଗରେ…

ସଂସ୍କାର ଆଣି ଲୋକଙ୍କ ଜୀବନକୁ ସହଜ କର, ମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୫(ପି.ଟି.): ଜନସାଧାରଣଙ୍କ ଜୀବନକୁ ଆରାମଦାୟକ କରିବା ପାଇଁ ପରବର୍ତ୍ତୀ ପିଢ଼ିର ସଂସ୍କାରମୂଳକ ପଦକ୍ଷେପ ନେବାକୁ ଗୁରୁବାର ମନ୍ତ୍ରୀ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି…

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri