ସିବିଏସ୍‌ଇ ବୋର୍ଡ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୧୮ା୩
କରୋନା ସଂକ୍ରମଣ ରୋକିବା ଦିଗରେ ପ୍ରତିଷେଧକ ବ୍ୟବସ୍ଥା ସ୍ବରୂପ ଭାରତ ସରକାରଙ୍କ ଉଚ୍ଚଶିକ୍ଷା/ ସ୍କୁଲ ଶିକ୍ଷା ଓ ସାକ୍ଷରତା ବିଭାଗ ସଚିବଙ୍କ ପରାମର୍ଶକ୍ରମେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) କର୍ତ୍ତୃପକ୍ଷ ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ବୁଧବାର ସନ୍ଧ୍ୟାରେ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ମାର୍ଚ୍ଚ ୧୯ରୁ ୩୧ ପର୍ଯ୍ୟନ୍ତ ହେବାକୁ ଥିବା ସିବିଏସ୍‌ଇ ବୋର୍ଡ ପରୀକ୍ଷା ବନ୍ଦ ରହିବ। ୩୧ ତାରିଖ ପରେ ନୂଆ ପରୀକ୍ଷା କାର୍ଯ୍ୟସୂଚୀ ସ୍ଥିର ହେବ। ସେହିପରି ଉତ୍ତରପୂର୍ବ ଦିଲ୍ଲୀରେ ପୁନର୍ବାର ହେବାକୁ ଥିବା ପରୀକ୍ଷାକୁ ମଧ୍ୟ ବନ୍ଦ ରଖାଯାଇଛି। ପରୀକ୍ଷାର ନୂଆ କାର୍ଯ୍ୟସୂଚୀ ସମ୍ପର୍କରେ ୩୧ ସୁଦ୍ଧା ଜଣାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର/ଲୋଇସିଂହା,୨୬।୮(ସୁନିଲ କୁମାର ମହାନ୍ତି/ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri