ସିମନବାଡ଼ିରେ କରାଗଲା ବିଶୋଧନ, ବ୍ୟବହାର ହେଉଛି କମ୍‌ ପରିମାଣର ବ୍ଲିଚିଂ

ଦାରିଙ୍ଗବାଡ଼ି,୬।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସମେତ ପଞ୍ଚାୟତ କାର୍ଯ୍ୟାଳୟ, ବ୍ୟାଙ୍କ ଏବଂ ଗାଁ ଦାଣ୍ଡ ବିଶୋଧନ କରାଯାଇଛି। ତେବେ ଉପଯୁକ୍ତ ପରିମାଣର ବ୍ଲିଚିଂ ପାଉଡରର ବ୍ୟବହାର ହେଉନଥିବା ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଅଗ୍ନିଶମ ବିଭାଗକୁ ପରାମର୍ଶ ଦିଆଯାଇଛି। ଡାକ୍ତରଙ୍କ ପରାମର୍ଶ କ୍ରମେ ପାଣିରେ ବ୍ଲିଚିଂ ମିଶାଯିବା ଆବଶ୍ୟକ ବୋଲି ସ୍ଥାନୀୟ ମେଡିକାଲ ଅଫିସର ପରାମର୍ଶ ଦେଇଛନ୍ତି। ତେବେ ବ୍ଲିଚିଂ ବଦଳରେ ତରଳ କ୍ଲୋରିନ୍‌ ଦିଆଗଲେ ଏଭଳି ସମସ୍ୟା ରହିବ ନାହିଁ ବୋଲି ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗ ଅଧିକାରୀ ବିଦ୍ୟାଧର ସାମଲ କହିଛନ୍ତି। ପ୍ରତି ସପ୍ତାହରେ ଏଭଳି ବିଶୋଧନ କରାଯିବ ବୋଲି ଅଗ୍ନିଶମ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri