ଖଇରା, ୨୩।୫(ଡି.ଏନ.ଏ.)-ସିମୁଳିଆ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀର ୨ୟ ରାଉଣ୍ଡ ଗଣତି ପରେ ବିଜେଡି ବିଧାୟକ ପ୍ରାର୍ଥୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପଦ୍ମଲୋଚନ ପଣ୍ଡାଙ୍କ ଠାରୁ ୧୩୫ ଖଣ୍ଡ ଭୋଟ ଆଗରେ ଅଛନ୍ତି। ଜ୍ୟୋତିପ୍ରକାଶ ୪୧୩୬ ଖଣ୍ଡ ଭୋଟ ପାଇଥିବାବେଳେ ପଦ୍ମଲୋଚନ ୪୦୦୧ ଖଣ୍ଡ ଭୋଟ ପାଇଛନ୍ତି।
ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ
ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…
ସତର୍କ ସଂକେତ ଉପରେ ଜଳକା ଜଳସ୍ତର, ଭୟଭୀତ ଅବସ୍ଥାରେ ତଳିଆ ଅଞ୍ଚଳବାସୀ
ବାଲେଶ୍ୱର,୧୫।୭( ବାଞ୍ଛାନିଧି ଦେ): ଉପର ମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜଳକା ନଦୀରେ ବନ୍ୟା ଦେଖା ଦେଇଛି । ବାଲେଶ୍ଵର ଜିଲା ବସ୍ତା ବ୍ଲକର…
Archives

