ସିମେଣ୍ଟ ଗୋଦାମରେ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ବନ୍ତ,୨୦।୧(ସ୍ବ.ପ୍ର.): ଭଦ୍ରକ ଜିଲା ଆଗରପଡ଼ା ବଜାରରେ ଥିବା ଏକ ସିମେଣ୍ଟ ଗୋଦାମରେ ସୋମବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟଛି। ଏଥିରେ ୧ ହଜାରରୁ ଊର୍ଦ୍ଧ୍ୱ ସିମେଣ୍ଟ ବସ୍ତା ପୋଡିଯାଇଛି। ଖବରପାଇ ଆଗରପଡ଼ା ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ନିଆଁ ଲିଭାଇବା ଲାଗି ବ୍ୟବହୃତ ପାଣିରେ ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସିମେଣ୍ଟ ନଷ୍ଟ ହୋଇଥିବା ଜଣାପଡ଼ିଛି। ବିଦ୍ୟୁତ୍‌ ଶର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri