ଖ୍ରୀଷ୍ଟଚର୍ଚ୍ଚ,୨୬।୧- ଏଠାରେ ରବିବାର ଖେଳାଯାଇଥିବା ତୃତୀୟ ଅନ୍ଅଫିସିଆଲ ଦିନିକିଆ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଏ’ ୫ ରନ୍ରେ ଭାରତ ଏ’କୁ ହରାଇ ଦେଇଛି। ଫଳରେ ୩ ମ୍ୟାଚ୍ ବିଶିଷ୍ଟ ସିରିଜ୍କୁ ଘରୋଇ ନ୍ୟୁଜିଲାଣ୍ଡ ଏ’ ୨-୧ ବ୍ୟବଧାନରେ ଜିତିନେଇଛି। ୨୭୧ ରନ୍ର ବିଜୟ ଲକ୍ଷ୍ୟର ପିଛା କରୁଥିବା ଭ୍ରମଣକାରୀ ଭାରତୀୟ ଦଳକୁ ମ୍ୟାଚ୍ ଜିତିବା ପାଇଁ ଅନ୍ତିମ ଓଭରରେ ୭ ରନ୍ ଦରାକାର ଥିଲା। ସେତେବେଳେ ଭାରତ ଏ’ ୮ ଉଇକେଟ ହରାଇ ସାରିଥିବାବେଳେ ଇଶାନ କିଷନ ୭୦ ରନ୍ କରି ଅପରାଜିତ ଥିଲେ। ମାତ୍ର ଓଭରର ଦ୍ୱିତୀୟ ବଲରେ କିଷନ ଏକ ସିଙ୍ଗଲ ନେଇଥିଲେ। ପରବର୍ତ୍ତୀ ଦୁଇ ବଲରେ ଦୁଇ ବ୍ୟାଟ୍ସମ୍ୟାନ ଆଉଟ୍ ହୋଇଥିଲେ। ଫଳରେ ୪୯.୪ ଓଭରରେ ୨୬୫ ରନ୍ରେ ଅଲଆଉଟ୍ ହୋଇଯାଇଥିଲା। ଦଳ ପାଇଁ ଇନ ଫର୍ମ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ ୫୫, ରୁତୁରାଜ ଗାଏକ୍ୱାଡ ୪୪ ଓ ଅକ୍ଷର ପଟେଲ ୩୨ ରନ୍ କରିଥିଲେ। ବିଜୟୀ ଦଳ ପକ୍ଷରୁ କାଇଲ ଜେମିସନ ୪ ଓ ଏଜାଜ ପଟେଲ ୩ ଉଇକେଟ ହାତେଇଥିଲେ। ପୂର୍ବରୁ ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଘରୋଇ ଦଳ ମାର୍କ ଚାପମ୍ୟାନ ୧୧୦ ଓ ଟଡ ଆଶଲେଙ୍କ ୫୬ ରନ୍ର ଇନିଂସ ଯୋଗୁ ଧାର୍ଯ୍ୟ ୫୦ ଓଭରରେ ୭ ଉଇକେଟ ହରାଇ ୨୭୦ ରନ୍ କରିଥିଲା। ଭାରତ ଲାଗି ବୋଲିଂରେ ଇଶାନ ପୋରେଲ ୩ ଓ ରାହୁଲ ଚହର ୨ ଉଇକେଟ ହାସଲ କରିଥିଲେ।
କ୍ରିକେଟ ହଲ୍ ଅଫ୍ ଫେମ୍ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି
ଆଡିଲେଡ୍,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍ ଫାଷ୍ଟ ବୋଲର ବ୍ରେଟ୍ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍ ଅଫ୍ ଫେମ୍ରେ ସାମିଲ କରାଯାଇଛି। ଘାତକ ପେସ୍ ସାଙ୍ଗକୁ ଆଦର୍ଶ...
କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…
ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...
T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…
ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...
ଟି୨୦ରେ ହରମନପ୍ରୀତ୍ଙ୍କ ବିଶ୍ୱ ରେକର୍ଡ
ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...
Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ
ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...
ବାମଣ୍ଡା କପ୍ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ
ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍ ଅରୁଣୋଦୟ ରାଞ୍ଚି...
ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍ଙ୍କୁ ଆସିଲା ହୃଦ୍ଘାତ, ଆଉ ତା’ପରେ…
ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...
ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ
ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...
Archives


