ଗୁଆହାଟି,୩।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଭାରତ କବଜା କରିଛି। ତେବେ ଏହି ବିଜୟ ପରେ ମଧ୍ୟ ଅଧିନାୟକ ରୋହିତ ଶର୍ମା ତାଙ୍କ ଦଳର ଡେଥ୍ ଓଭର ବୋଲିଂକୁ ନେଇ ଟେନସନରେ ଅଛନ୍ତି।
ଗୁଆହାଟୀରେ ଚାଲିଥିବା ଦ୍ୱିତୀୟ ଟି-୨୦ ମ୍ୟାଚ ଜିତିବା ପରେ ରୋହିତ ଶର୍ମା ଡେଥ୍ ବୋଲିଂ ବିଷୟରେ କହିଛନ୍ତି, ସତ କହିବାକୁ ଗଲେ ଏହି ବିଭାଗରେ ଟିକିଏ ଚିନ୍ତା ଅଛି କାରଣ ଆମେ ଭଲ ବୋଲିଂ କରୁନାହୁଁ। ଏହା ଆମ ପାଇଁ ଏକ ଚ୍ୟାଲେଞ୍ଜ୍ ସଦୃଶ। ଆଶା ଆମେ ଆଗକୁ ଭଲ ପ୍ରଦର୍ଶନ କରିବୁ।
ଗୁଆହାଟି ଟି-୨୦ରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରି ଟପ ଏବଂ ମଧ୍ୟମ ଅର୍ଡରର ବିସ୍ଫୋରକ ବ୍ୟାଟିଂ ଯୋଗୁ ନିର୍ଦ୍ଧାରିତ ୨୦ ଓଭରରେ ତିନିଟି ଉଇକେଟ ହରାଇ ମୋଟ ୨୩୭ ରନ ସଂଗ୍ରହ କରିଥିଲା। କେଏଲ ରାହୁଲ (୫୭), ରୋହିତ ଶର୍ମା (୪୩), ବିରାଟ କୋହଲି (୪୯) ଏବଂ ସୂର୍ଯ୍ୟକୁମାର ଯାଦବ (୬୧) ଚମତ୍କାର ଇନିଂସ ଖେଳିଥିଲେ। ଏହାର ଜବାବରେ, ଡେଭିଡ ମିଲର (୧୦୬) ଏବଂ କ୍ୱିଣ୍ଟନ ଡି କକ (୬୯) ଙ୍କ ଇନିଂସ ସତ୍ୱେ ଦକ୍ଷିଣ ଆଫ୍ରିକା ଟାର୍ଗେଟରୁ ୧୬ ରନ ଦୂରରେ ରହିଯାଇଥିଲା ।
ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...
ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍ ପୂର୍ବରୁ ହଠାତ୍ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ
ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...
ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...
ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ
ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...
ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...
ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…
ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...
ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ ହୋଇଯାଇଛି। ଏହାକୁ...
ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍ପି ଶୁଭେନ୍ଦୁ...
Archives


