Posted inଖେଳ

ସିରିଜ ଜିତିଲା ବାଂଲାଦେଶ

ଢାକା, ୧୨୩ (ଏଏଫ୍ପି)- ଭ୍ରମଣକାରୀ ଜିମ୍ବାେଓ୍ବ ବିପକ୍ଷରେ ଏଠାରେ ଅନୁଷ୍ଠିତ ୨ୟ ଟି୨୦ ମ୍ୟାଚ୍କୁ ବାଂଲାଦେଶ ୯ ଉଇକେଟ୍ର ବୃହତ୍ ବ୍ୟବଧାନରେ ଜିତିନେଇଛି ପ୍ରଥମେ ବ୍ୟାଟିଂ କରି ଜିମ୍ବାେଓ୍ବ ବ୍ରେଣ୍ଡନ ଟେଲରଙ୍କ ଅପରାଜିତ ୫୯ ରନ ବଳରେ ୨୦ ଓଭରରେ ୭ ଉଇକେଟ୍ ହରାଇ ୧୧୯ ରନ କରିଥତ୍ଲା ଜବାବରେ ବାଂଲାଦେଶ ୧୫.୫ ଓଭରରେ ଗୋଟିଏ ଉଇକେଟ୍ ହରାଇ ଲକ୍ଷ୍ୟ ହାସଲ କରିନେଇଥତ୍ଲା ଓପନର୍ ଲିଟନ ଦାସ (୬୦) ଓ ସୌମ୍ୟ ସରକା (୨୦) ଅପରାଜିତ ରହି ଦଳକୁ ଜିତାଇଥତ୍ଲେ ମ୍ୟାଚ୍ ଜିତିବା ସହ ଘରୋଇ ବାଂଲାଦେଶ ୨ ମ୍ୟାଚ୍ ବିଶିଷ୍ଟ ସିରିଜକୁ କ୍ଲିନ୍ ସୁଇପ୍ କରିଛି ପୂର୍ବରୁ ପ୍ରଥମ ଟି୨୦କୁ ମଧ୍ୟ ବାଂଲାଦେଶ ୪୮ ରନରେ ଜିତିଥତ୍ଲା


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଆସିଲା ବଡ଼ ଖବର? ଟ୍ରେଡ ଡିଲକୁ ନେଇ ମୁହଁ ଖୋଲିଲା ଫ୍ରାଞ୍ଚାଇଜ

ନୂଆଦିଲ୍ଲୀ,୨।୮: ମୁମ୍ବାଇ ଇଣ୍ଡିଆନ୍ସ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ବହୁତ ଆଶା ରଖିଥିଲା, ତେଣୁ ଫ୍ରାଞ୍ଚାଇଜ ରୋହିତ ଶର୍ମାଙ୍କ ସ୍ଥାନରେ ଅଲରାଉଣ୍ଡରଙ୍କୁ ଅଧିନାୟକ ନିଯୁକ୍ତ କରିଥିଲା। ରୋହିତଙ୍କ ନେତୃତ୍ୱରେ,…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri