ସିଲ୍‌ ହେଲା ଦୂତିପଡା ପଞ୍ଚାୟତ

ଖଜୁରିପଡା,୭ା୪(ଡି.ଏନ୍‌.ଏ.)- ଖଜୁରିପଡା ବ୍ଲକ ଦୂତିପଡା ପଞ୍ଚାୟତକୁ ମଙ୍ଗଳବାର ସିଲ୍‌ କରାଯାଇଛି। ରାଜ୍ୟରେ ୪୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ଜଣଙ୍କ ମୃତ୍ୟୁ ଘଟିଛି। ସବୁଠାରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି ଭୁବନେଶ୍ୱରରେ। ଦୂତିପଡା ପଞ୍ଚାୟତ ମାଲଗୁଣ୍ଡି, ଜାମଝରି ଓ ମେକାନି ସାହିର ପ୍ରାୟ ୧୨ଜଣ ଭୁବନେଶ୍ୱର ବମିଖୋଲ ଅଞ୍ଚଳରେ ରହି କାମ କରୁଥିଲେ। ସେମାନେ ନିକଟରେ ଘରକୁ ଫେରିଛନ୍ତି। ଖବର ମିଳିବା ପରେ ସ୍ଥାନୀୟ ପ୍ରଶାସନ ପଞ୍ଚାୟତର ସମସ୍ତ ଗ୍ରାମରେ ଡ଼ାକବାଜି ଯନ୍ତ୍ର ଯୋଗେ ପ୍ରଚାର କରି ଘରୁ ବାହାରକୁ ନ ବାହାରିବାକୁ କହିବା ସହ ଗ୍ରାମଗୁଡିକୁ ସିଲ୍‌ କରିଛନ୍ତି। ଗଁା ପ୍ରବେଶ ପଥରେ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି। ଯେଉଁମାନେ ଭୁବନେଶ୍ୱରରୁ ଆସିଛନ୍ତି ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା ସହ ଆଇସୋଲେଶନରେ ରଖାଯାଇଛି ବୋଲି ବିଡିଓ ରବୀନ୍ଦ୍ର ନାଥ କହଁର ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଡ୍‌ସକୁ ନେଇ ଭ୍ରାନ୍ତ ଧାରଣା ଦୂର ହେବା ଜରୁରୀ: କୁଇଜ ପ୍ରତିଯୋଗିତା ଆୟୋଜିତ

ବଲାଙ୍ଗୀର, ୨୫।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଏଡ୍ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ମୁଖ୍ୟ…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?