Categories: ବାଣିଜ୍ୟ

ସିସିଡିର ଅଂଶଧନ କିଣିପାରେ ଆଇଟିସି

ନୂଆଦିଲ୍ଲୀ,୨୨।୮: ଏସିଆର ସର୍ବବୃହତ୍‌ ସିଗାରେଟ ନିର୍ମାତା ତଥା ଭାରତର ଅନ୍ୟତମ ପ୍ରମୁଖ ଏଫ୍‌ଏମ୍‌ସିଜି କମ୍ପାନୀ ଇଣ୍ଡିଆନ ଟବାକୋ କମ୍ପାନୀ (ଆଇଟିସି) ଏବେ କ୍ୟାଫେ କଫି ଡେ(ସିସିଡି)ର ଅଂଶଧନ କିଣିପାରେ ବୋଲି ମିଡିଆରେ ଚର୍ଚ୍ଚା ହେଉଛି। ତେବେ ଏ ସଂକ୍ରାନ୍ତରେ ଆଲୋଚନା ପ୍ରକ୍ରିୟା ପ୍ରାରମ୍ଭିକ ପର୍ଯ୍ୟାୟରେ ରହିଥିବା କୁହାଯାଉଥିଲେ ହେଁ କମ୍ପାନୀ ମୁଖପାତ୍ର କୌଣସି ଅଗ୍ରଗତି ହୋଇ ନ ଥିବା କହିଛନ୍ତି।

Share