ବ୍ରହ୍ମପୁର ଅଫିସ,୨୦ା୫-ବଡ଼ବଜାର ଥାନା ଅନ୍ତର୍ଗତ ସୀତାଢ଼ିମ୍ବିରା ସାହିରେ ମଙ୍ଗଳବାର ସନ୍ଧ୍ୟାରେ ବୋମାମାଡ଼ ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହା ହୋଇଥିବା ପୋଲିସ ସୂଚନା ଦେଇଛି। ଅନ୍ୟପଟେ ଏଥିରେ କେହି ଆହତ ହୋଇ ନ ଥିବା ବେଳେ ବୋମା ଶବ୍ଦରେ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଘଟଣାରୁ ପ୍ରକାଶ, ଗତ ଦୁଇଦିନ ତଳେ ସୀତାଢ଼ିମ୍ବିରା ସାହିରେ ରହୁଥିବା ଗୋଟିଏ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା। ଏହାର ପ୍ରତିଶୋଧ ନେବା ପାଇଁ ଉକ୍ତ ଗୋଷ୍ଠୀର କେତେକ ଯୁବକ ଅନ୍ୟ ଗୋଷ୍ଠୀ ଉପରେ ଆକ୍ରମଣ କରିବା ପାଇଁ ଏଭଳି ବୋମାମାଡ଼ କରିଥିବା ପୋଲିସ ସନ୍ଦେହ କରୁଛି। ଅଞ୍ଚଳରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଥିବାରୁ ବଡ଼ବଜାର ଥାନାଧିକାରୀ ପ୍ରଶାନ୍ତ କୁମାର ଭୂପତି ଓ ବ୍ରହ୍ମପୁର ଏସ୍ଡିପିଓ ବିଷ୍ଣୁପ୍ରସାଦ ପତି ସେଠାରେ ପହଞ୍ଚତ୍ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଗାଁରେ ମଦ ବିକିବା ପଡିଲା ମହଙ୍ଗା
କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…
ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ
ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…
ଭଟଲି ରାଇସ୍ ମିଲ୍ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…
ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…
ଗଣ୍ଡ ସମାଜର ସାଙ୍ଗଠନିକ ସଭା
କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…
ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି
ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…
ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…
ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…
ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ: ୯୦% ରଖିଥିବା ୮୪ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା
ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲ ଠାରେ ଶନିବାର ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପ୍ରଗତି ଶିକ୍ଷାନୁଷ୍ଠାନର ୯୦%ରୁ…
ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା
ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି।…
Archives

