ସୀମାନ୍ତ ପରିଦର୍ଶନ କଲେ ପୂର୍ବାଞ୍ଚଳ ଆଇଜି

ବାରିପଦା ଅଫିସ, ୩୧ା୩- ଆସନ୍ତା ଏପ୍ରିଲ ୧୪ ପର୍ଯ୍ୟନ୍ତ ଲକଡାଉନକୁ କଡ଼ାକଡ଼ି ପାଳନ କରାଯିବା ସହିତ ସମସ୍ତ ରାଜ୍ୟ ଓ ଜିଲାର ସୀମାନ୍ତବର୍ତ୍ତୀ ସ୍ଥାନଗୁଡ଼ିକ ସିଲ୍‌ କରାଯାଇଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ପୂର୍ବାଞ୍ଚଳ ଆଇଜି ଦିପ୍ତେଶ ପଟ୍ଟନାୟକ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଓଡ଼ିଶା, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ସୀମାନ୍ତବର୍ତ୍ତୀ ସ୍ଥାନ ଜାମଶୋଳା ଅଞ୍ଚଳ ପରିଦର୍ଶନ ସହ ସ୍ଥିତି ଅନୁଧ୍ୟାନ କରିଥିଲେ। ଆଇଜିଙ୍କ ସହିତ ମୟୂରଭଞ୍ଜ ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ , ସାରସକଣା ତହସିଲଦାର ସତ୍ୟବାନ ନାୟକ, ବିଡିଓ ସଂଗ୍ରାମ କେଶରୀ ଭୋଳ, ଝାରପୋଖରିରିଆ ଥାନା ଭାରପ୍ରାପ୍ତ ଅଧିକାରୀ ସୁଦର୍ଶନ ଗାଙ୍ଗୋଇ ପ୍ରମୁଖ ଉପସ୍ଥିତ ଥିଲେ। ଊଲ୍ଲେଖଯୋଗ୍ୟ ଯେ, ଜିଲାର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର କ୍ୟାମ୍‌ କରାଯାଇ ଶ୍ରମିକମାନଙ୍କୁ ରଖାଯାଇଥିବା ବେଳେ ସେମାନଙ୍କ ଖାଦ୍ୟପେୟର ବନ୍ଦୋବସ୍ତ ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ

ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ…

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ଇଲେକ୍ଟ୍ରିସିଆନ ଶୁଭମଙ୍କ ଜୀବନ, ୩ ଗୁରୁତର

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗାଁ ବାବାଜୀ ଗୁମ୍ଫ ନିକଟ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ…

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri