Posted inଜାତୀୟ

ସୀମାରେ ଅନୁପ୍ରବେଶ ଅପେକ୍ଷାରେ ୨୫୦ ପାକ୍‌ ଆତଙ୍କବାଦୀ

ନୂଆଦିଲ୍ଲୀ,୪ା୧(ଆଇଏଏନ୍‌ଏସ୍‌): ଭାରତ ମଧ୍ୟକୁ ଅନୁପ୍ରବେଶ କରିବା ଲାଗି ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଆରପଟେ ପାଖାପାଖି ୨୫୦ ପାକିସ୍ତାନୀ ଆତଙ୍କବାଦୀ ଅପେକ୍ଷା କରି ରହିଛନ୍ତି। ସେମାନେ ପ୍ରତିଦିନ ଅନୁପ୍ରବେଶ ପାଇଁ ଉଦ୍ୟମ କରୁଥିବା ନୂଆ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରଓ୍ବଣେ ଶୁକ୍ରବାର କହିଛନ୍ତି। ଏଲ୍‌ଓସି ଅପରପାର୍ଶ୍ୱରେ ୨୦ରୁ ୨୫ ଲଞ୍ଚ୍‌ ପ୍ୟାଡ୍‌ ସକ୍ରିୟ ରହିଛି। ଭାରତୀୟ ସେନା ସେଗୁଡ଼ିକ ଉପରେ କଡ଼ା ନଜର ରଖିଥିବା ସେନାଧ୍ୟକ୍ଷ କହିଛନ୍ତି। ଗତବର୍ଷ ବାୟୁସେନା ବାଲାକୋଟରେ ଏୟାରଷ୍ଟ୍ରାଇକ୍‌ କରି ଆତଙ୍କବାଦୀଙ୍କ ଶିବିର ଧ୍ୱଂସ କରିଦେଇଥିଲା। ଏବେ ପାକିସ୍ତାନ ଉକ୍ତ ଶିବିରକୁ ପୁଣିଥରେ ସକ୍ରିୟ କରିଛି। ତେଣୁ ପାକ୍‌ ପୁଣିଥରେ ଉତ୍ତେଜନା ସୃଷ୍ଟି ପାଇଁ ଯୋଜନା କରୁଥିବାରୁ ସତର୍କ ହେବାକୁ ପଡିବ ବୋଲି ନୂଆ ସେନାମୁଖ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri