Posted inଜାତୀୟ

ସୀମାରେ ବଢିଲା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୧୫।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଓ ୩୫-ଏ ହଟାଇ ଦିଆଯିବା ପରଠାରୁ ଯଦିଓ ସେଠାରେ ସେମତିି କିଛି ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇ ନାହିଁ ତଥାପି ସୁରକ୍ଷାକର୍ମୀ ସେଠାରେ ସବୁବେଳେ କଡା ନଜର ରଖିଛନ୍ତି। ତେବେ ଏହାକୁ ନେଇ ପାକିସ୍ତାନ ଯେଉଁଭଳି ମନୋଭାବ ପ୍ରକାଶ କରୁଛି ଓ ଯୁଦ୍ଧ ଧମକ ଦେଉଛି ତାକୁ ଦୃଷ୍ଟିରେ ରଖି ସେନା ସବୁବେଳେ ପ୍ରସ୍ତୁତ ରହୁଛି। ଏହି ପରିପ୍ରେକ୍ଷୀରେ ପୁଣି ଥରେ ସୀମାରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଥିବା ଜଣାପଡିଛି। ଅନ୍ୟପଟେ ସୀମାରେ ସେନା ସକ୍ରିୟ ଥିବା ଗୋଟିଏ ଦିନ ପୂର୍ବରୁ ସୂଚନା ଦେଇଥିଲେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀର ପ୍ରସଙ୍ଗକୁ ନେଇ ପାକିସ୍ତାନର ଏକ ପ୍ରକାର ମତି ଭ୍ରମ ଘଟିଛି କହିଲେ ଭୁଲ୍‌ ହେବନାହିଁ। ସେ ସବୁବେଳେ ଯୁଦ୍ଧ କରିବା ଲକ୍ଷ୍ୟରେ ରହୁଥିବାରୁ ତାକୁ କଡା ଜବାବ ଦେବାକୁ ପ୍ରସ୍ତୁତ ହୋଇ ରହିଛି ଭାରତୀୟ ସେନା। ବିଶେଷ କରି ସୀମାରେ ଥିବା ସେନା କ୍ୟାମ୍ପ ଗୁଡିକରେ ସୁରକ୍ଷା କଡାକଡି କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...

ପୁଟିନଙ୍କ ଗସ୍ତରୁ ଭାରତକୁ ମିଳିଲା ବଡ଼ ଲାଭ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରି ଶୁକ୍ରବାର (ଡିସେମ୍ବର ୫, ୨୦୨୫) ମସ୍କୋ ଅଭିମୁଖେ ଯାତ୍ରା...

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri