ସୁଦର୍ଶନପୁର ପୂର୍ବତନ ସରପଞ୍ଚଙ୍କ ପରଲୋକ

ବାସୁଦେବପୁର,୧।୨: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଭୁବନାନନ୍ଦ ମଲିକଙ୍କ ଶନିବାର ଭୋର ସମୟରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ହଠାତ୍‌ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଭୁବନାନନ୍ଦଙ୍କୁ ବାସୁଦେବପୁର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଥିବା ଡାକ୍ତର କହିଛନ୍ତି। ମୃତଦେହ ବ୍ୟବଚ୍ଛେଦ ଲାଗି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ତାଙ୍କ ମୃତ୍ୟୁରେ ପଞ୍ଚାୟତବାସୀ ଦୁଃଖ ପ୍ରକାଶ କରିବା ସହ ବିଧାୟକଙ୍କ ପ୍ରତିନିଧି ଅସିତ ଦାସ, ସରପଞ୍ଚ ଦୀନବନ୍ଧୁ ଦାସ ପ୍ରମୁଖ ଶେଷ ଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଲାଗୁ ହେଲା ପେଟ୍ରୋଲ-ଡିଜେଲର ନୂଆ ଦାମ୍‌

ନୂଆଦିଲ୍ଲୀ,୩।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରୋଜଗାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଲାଗୁ…

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

ମ୍ୟାଚ୍‌ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ଦୁବାଇ,୩ା୮: ୟୁଏସ୍‌ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍‌ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ…

ରାଗିକି ଇସ୍ତଫା ଦେଲେ ୨ ବିଧାୟକ

ବେଙ୍ଗାଲୁରୁ,୩।୮: କର୍ନାଟକରେ କଂଗ୍ରେସ ସରକାରଙ୍କ କ୍ୟାବିନେଟ ବିସ୍ତାରକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଥିବାବେଳେ ନୂତନ ଭାବରେ ପ୍ରକାଶିତ ମନ୍ତ୍ରୀ ତାଲିକା ସେହି ବିଧାୟକମାନଙ୍କୁ ନିରାଶ କରିଛି…

ଝାଡ଼ଖଣ୍ଡର ‘ସୋନମ ୱାଙ୍ଗଚୁକ୍’! ଜାଣନ୍ତୁ କିଏ ଏହି ଦେବେନ୍ଦ୍ର ମାହାତୋ, ଯିଏ ଛାତ୍ରଙ୍କ ହକ୍‌ ପାଇଁ ଆମରଣ ଅନଶନରେ…

ନୂଆଦିଲ୍ଲୀ,୩।୮: ନିଟ୍ (NEET) ପେପର ଲିକ୍‌କୁ ନେଇ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ କିଛିଟା ପ୍ରଶମିତ ହୋଇଥିଲେ ବି ଝାଡ଼ଖଣ୍ଡରେ ଏବେ ବି ନିଆଁ ଜଳୁଛି, ଆଉ ଏହାର…

ବାଙ୍କିପୁର ବିଜେତା ପ୍ରଶାନ୍ତ କିଶୋର କେତେ ଧନୀ? ପାଟନାରୁ ଦିଲ୍ଲୀ-ନୋଏଡା ପର୍ଯ୍ୟନ୍ତ ରହିଛି…

ପାଟନା,୩।୮: ପ୍ରଶାନ୍ତ କିଶୋର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବ୍ୟବଧାନରେ ଜିତିଛନ୍ତି। ସେ ଭାଜପାର ନୀରଜ ସିହ୍ନାଙ୍କୁ ୧୮ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ କରିଛନ୍ତି। ଏହି…

ଖେମୁଣ୍ଡି କଲେଜରେ ନବାଗତ ଛାତ୍ରୀଛାତ୍ରଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରଙ୍କୁ ଦିଆଗଲା ଏହି ପରାମର୍ଶ

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଅଭିମୁଖୀକରଣ…

ଦାଦନ ଖଟିବାକୁ ଯାଇଥିଲେ , ଶବ ହେଇ ଘରକୁ ଫେରିଲେ: କାନ୍ଦ ବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ

ଲାଞ୍ଜିଗଡ଼, ୩।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ କାମ ନପାଇ ହଜାର ହଜାର ସଂଖ୍ୟାରେ ଲୋକେ ବିଭିନ୍ନ ରାଜ୍ୟକୁ ଦାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri